ରାସ୍ତାରେ ଦଳିଦେଲା ହାତୀ

ବାରିପଦା ଅଫିସ,୩୦ା୪: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଛଚିନାପଦାରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଖବର ପାଇ ବନ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ମୃତକ ହେଲେ ନୂଆଗାଁ ଗ୍ରାମର ସିଂଗରାୟ ମାଝୀ(୪୫)।
ମିଳିଥିବା ସୂଚନା ମୁତାବକ, ଦୁଇଦିନ ହେଲା ଝାଡ଼ଖଣ୍ଡରୁ ଆସିଥିବା ୭୧ ଟିକିଆ ହାତୀପଲ ମନତାପାଳ ଶାଳ ଜଙ୍ଗଲରେ ରହିଛନ୍ତି। ଶୁକ୍ରବାର ରାତିରେ ଖାଦ୍ୟ ଅନ୍ବେଷଣରେ ଛଚିନାପଦା ଗ୍ରାମକୁ ୧୧ଟି ହାତୀ ପଶି ଆସିଥିଲେ। ଶନିବାର ସକାଳେ ସିଂଗରାୟ କୌଣସି କାମରେ ବାହାରିଥିବା ବେଳେ ହାତୀ ହାବୁଡରେ ପଡ଼ି ଯାଇଥିଲେ। ହାତୀପଲ ତାଙ୍କୁ ଦଳି ଦେଇଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଏ ନେଇ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଥିବା ବେଳେ ତୁରନ୍ତ ହାତୀ ଘଉଡାଇବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ସହ ଦୀପାବଳି ପାଳିବେ ପ୍ରଧାନମନ୍ତ୍ରୀ, ଶୁଭେଚ୍ଛା ଜଣାଇ କହିଲେ ଯବାନଙ୍କ…

ନୂଆଦିଲ୍ଲୀ,୮ା୧୧: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛତିଶଗଡ଼ର ବସ୍ତର ଗସ୍ତ କରୁଛନ୍ତି। ଏନେଇ ସେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରିଛନ୍ତି। ସେ…

ରୋହିତ, ବିରାଟ, ଶିଖର ଧୱନ ଯାହା କରିପାରିଲେ ନାହିଁ, ତାହା କରି ଦେଖାଇବେ ଗିଲ

ନୂଆଦିଲ୍ଲୀ,୮।୧୧: ଶୁବମନ ଗିଲଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ, ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ଦୁଇଟି ମ୍ୟାଚ ଜିତି ୨-୦ରେ ଅଗ୍ରଣୀ…

ଶ୍ରମିକଙ୍କୁ ଛୁରାମାଡ଼, ସଙ୍କଟାପନ୍ନ ଅବସ୍ଥାରେ ବିଶାଖାପାଟଣା ସ୍ଥାନାନ୍ତର

କେସିଙ୍ଗା, ୮।୧୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ରେଳ ମାଲଗୋଦାମ ନିକଟରେ ଗତକାଲି ରାତିରେ ଲୁଟ୍‌ ଉଦ୍ଦେଶ୍ୟରେ ଦୁର୍ବୃତ୍ତମାନେ ରୋଶନ ସେଠୀ (୨୩) ନାମକ ଜଣେ…

କନଫର୍ମ! ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇଯାଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା; ସେ ଆଉ ଏମଆଇ (MI) ପରିବାରର ଅଂଶ ନୁହଁନ୍ତି

ନୂଆଦିଲ୍ଲୀ,୮।୧୧: IPL 2027 ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଟ୍ରେଡ (ଦଳ ବଦଳ) ବିଷୟରେ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇ ନଥିଲେ ମଧ୍ୟ, ମୁମ୍ବାଇ ଇଣ୍ଡିଆନ୍ସର ଏକ ସୋସିଆଲ…

ଗୌତମ ଗମ୍ଭୀରଙ୍କ ସମର୍ଥନରେ ବାହାରିଲେ ସୁନୀଲ ଗାଭାସ୍କର

ନୂଆଦିଲ୍ଲୀ,୮।୧୧: ବରିଷ୍ଠ କ୍ରିକେଟର ସୁନୀଲ ଗାଭାସ୍କର ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ସମର୍ଥନରେ ଆସିଛନ୍ତି। ୱେଲିଂଟନରେ ୧୩୫ ରନର ଲକ୍ଷ୍ୟକୁ ପିଛା କରିବା ସମୟରେ,…

କ୍ଷତି ତୁଳନାରେ ସରକାରୀ ସହାୟତା ନଗଣ୍ୟ: ନବୀନ

ଶେରଗଡ଼/ହିଞ୍ଜିଳିକାଟୁ/ସୋରଡା/ ଆସିକା,୮୧୧(ସୂର୍ଯ୍ୟ ନାରାୟଣ ଦାଶ/ ଦ୍ୱିତୀକୃଷ୍ଣ ପଣ୍ଡା/ରଜନୀ ମହାପାତ୍ର/ସୁରେନ୍ଦ୍ର ନାଥ ସାହୁ) ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ଶନିବାର ବାତ୍ୟା ଅର୍ଣ୍ଣବ…

ଏହି ୨୦ ଜଣ ଖେଳାଳିଙ୍କ ମଧ୍ୟରୁ ଚୟନ କରାଯିବ ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳ ଯେଉଁଥିରୁ ସ୍ଥାନ ପାଇବେ କେବଳ…

ନୂଆଦିଲ୍ଲୀ,୮।୧୧: ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆ ଦ୍ୱାରା ଆୟୋଜିତ ହେବାକୁ ଥିବା ୨୦୨୭ ଦିନିକିଆ ବିଶ୍ୱକପ ଆସନ୍ତା ବର୍ଷ ଅକ୍ଟୋବର ୨ରୁ ଆରମ୍ଭ ହେବ। ଦଳଗୁଡ଼ିକ…

ଅଧିକାଂଶ ଅଫିସରେ ଏମିତି ଦୁର୍ନୀତିଗ୍ରସ୍ତ ଅଫିସର ଅଛନ୍ତି: ଏମ୍‌ପି ପ୍ରତାପ

ବାଲେଶ୍ୱର,୮।୧୧(ବାଞ୍ଛାନିଧି ଦେ): ବାଲିଆପାଳର ସବ୍‌ ରେଜିଷ୍ଟ୍ରାର ମନୀଷା ମିଶ୍ର ଭିଜିଲାନ୍ସ ଟିମ୍‌ ଦ୍ୱାରା ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହେବା ଜାଣି ଏମ୍‌ପି ପ୍ରତାପ ଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?