Posted inଜାତୀୟ

ଲିଭ୍‌ ଇନ୍‌ ପାର୍ଟନରଙ୍କୁ ହତ୍ୟା କରି ବାଥ୍‌ରୁମ୍‌ କାନ୍ଥରେ ସିମେଣ୍ଟ ଦେଲେ ଯୁବକ

ପାଲଘର, ୭।୨: ମହାରାଷ୍ଟ୍ର ପାଲଘରରେ ଜଣେ ଯୁବକ ତାଙ୍କ ଲିଭ୍‌ ଇନ୍‌ ପାର୍ଟନରଙ୍କୁ ଫିଲ୍ମ ଷ୍ଟାଇଲ୍‌ରେ ହତ୍ୟା କରିଛନ୍ତି। ସ୍ଥାନୀୟ ବୃନ୍ଦାବନ ଦର୍ଶନ କମ୍ପ୍ଲେକ୍ସ୍‌ରେ ଫ୍ଲାଟ୍‌ ନମ୍ବର ୧୦୧ରେ ବାସରୁଥିବା ସୂରଜ ହଲମଲ୍‌କର ନାମକ ଜଣେ ଯୁବକ ତାଙ୍କ ଲିଭ୍‌ ଇନ୍‌ ପାର୍ଟନର ଅମିତା ମୋହିତେଙ୍କ ହତ୍ୟା କରିବା ପରେ ମୃତଦେହକୁ ବାଥ୍‌ରୁମ୍‌ କାନ୍ଥରେ ସିମେଣ୍ଟ ଦେଇଛନ୍ତି। ଫ୍ଲାଟ୍‌ରେ କେବଳ ସୂରଜଙ୍କୁ ଦେଖିବାକୁ ମିଳୁଥିଲା। ଅମିତାଙ୍କର କୌଣସି ଖୋଜ୍‌ ଖବର ନ ଥିଲା। ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏନେଇ ସନ୍ଦେହ ହେବାରୁ ସେମାନେ ପୋଲିସକୁ ଖବର ଦେଇଥିଲେ। ପୋଲିସ ସୂରଜଙ୍କୁ ପଚରା ଉଚରା ଆରମ୍ଭ କରିଥିଲା। ପରେ ସୂରଜ ସତ କଥା ପ୍ରକାଶ କରିଥିଲେ। ପୋଲିସ ବାଥ୍‌ରୁମ୍‌ କାନ୍ଥ ଭାଙ୍ଗି ଅମିତାଙ୍କ କଙ୍ଗାଳ ଉଦ୍ଧାର କରି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri