ସନ୍ତରଣ ଶିଖିବା ବେଳେ ମହାନଦୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

କଟକ ଅଫିସ,୧୧ା୧୨: ସନ୍ତରଣ ଶିଖୁଥିବା ବେଳେ ରବିବାର ମହାନଦୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି।

ମୃତକ ଜଣକ ହେଲେ ସୋହେଲ ଖାନ୍‌। ତାଙ୍କ ଘର କଟକର ପୀରବଜାର ଅଞ୍ଚଳରେ। ସୋହେଲ ଆଜି ସକାଳେ ସନ୍ତରଣ ଶିଖିବା ପାଇଁ ୨୦/୨୫ ଜଣଙ୍କ ସହ ଯୋବ୍ରା ବ୍ୟାରେଜ ନିକଟକୁ ଆସିଥିଲେ। ଜଗତପୁରରେ ଖୋଲିଥିବା ଏକ ସନ୍ତରଣ ତାଲିମ କେନ୍ଦ୍ର ପକ୍ଷରୁ ସେମାନଙ୍କୁ ତାଲିମ ଦିଆଯାଉଥିଲା। ସନ୍ତରଣ ଶିଖୁଥିବା ବେଳେ ସୋହେଲ ପାଣିରେ ବୁଡ଼ି ଯାଇଥିଲେ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲା। ପରେ ମୃତଦେହ ଉଦ୍ଧାର କରାଯିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ଜଗତପୁର ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?