Posted inଫୁରସତ

ଅନ୍‌ଲାଇନ୍‌ରେ ଯୁବକ ମଗାଇଥିଲେ ସେଓ, ଆସିଲା ଏମିତି ଜିନିଷ; ଦେଖି ହେଲେ ଆଶ୍ଚର୍ଯ୍ୟ

ଯୁକ୍ତରାଷ୍ଟ୍ର ଆମେରିକାର ନିକ୍‌ ଜେମ୍ସ ନାମକ ଜଣେ ଯୁବକ ଟେସ୍କୋରୁ ଘର ପାଇଁ କିଛି ସାମଗ୍ରୀ ଅର୍ଡର କରିଥିଲେ। ଏହି ଘଣକରଣା ସାମଗ୍ରୀ ସହିତ ସେ ଅନ୍‌ଲାଇନ୍‌ରେ ସେଓ ବି ମଗାଇଥିଲେ। ମାତ୍ର ତାଙ୍କ ନିକଟକୁ ଯେଉଁ ପାର୍ସଲ ଆସିଥିଲା ତାହା ଖୋଲିବା ସମୟରେ ଏଥିରେ ଏକ ଆପଲ କମ୍ପାନୀର ଆଇଫୋନ୍‌ ଥିଲା। ଯାହା ଦେଖି ଜେମ୍ସ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।

ଶେଷଥର ପାଇଁ ଜେମ୍ସ ଯେତେବେଳେ ସାମଗ୍ରୀଗୁଡ଼ିକୁ ପୁଣି ଥରେ ଯାଞ୍ଚ କଲେ ସେ ଏକ ବିଲ୍‌ ଦେଖିଲେ। ଯେଉଁଥିରୁ ତାଙ୍କ ଆକାଉଣ୍ଟରୁ କେବଳ ସେଓ ପାଇଁ ପଇସା କଟିଛି। ଫୋନ୍‌ ପାଇଁ ନୁହେଁ। ପରେ ଯେତେବେଳେ ଜାଣିଲେ କି ଷ୍ଟୋର ପକ୍ଷରୁ ଗ୍ରାହକଙ୍କୁ ଖୁସି କରିବାକୁ ଏମିତି ସରପ୍ରାଇଜ୍‌ ଗିଫ୍ଟ ପଠାଯାଇଥିଲା ସେତେବେଳେ ତାଙ୍କ ଖୁସିର ସୀମା ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

ଯୁବକଙ୍କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଝିଟ୍‌କି ହୋଇପଡିଥିବା ଗୁରୁତର ଆହତଙ୍କୁ ଡ୍ରାଇଭର…

ମୋହନା,୨୦।୪ ( ମନ୍ମଥ ମିଶ୍ର ) : ରାୟଗଡା ଠାରୁ ରୋଗୀଙ୍କୁ ନେଇ ବ୍ରହ୍ମପୁର ଯିବା ସମୟରେ ବିରିକୋଟ ନିକଟସ୍ଥ ଶିବ ମନ୍ଦିର ନିକଟରେ ଯୁବକକୁ ଧକ୍କା…

ଜଳବାୟୁ ପରିବର୍ତ୍ତନ ଦେଖି ଚାଷ କାର୍ଯ୍ୟ କର: ଚାଷୀଙ୍କୁ ଆହ୍ବାନ ଦେଲେ ମନ୍ତ୍ରୀ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ସୋମବାର ଅକ୍ଷୟ ତୃତୀୟା ଅବସରରେ ଜିଲାସ୍ତରୀୟ କୃଷକ ଦିବସ ପାଳିତ ହୋଇଯାଇଛି। ଏଥିରେ ବାଣିଜ୍ୟ ଓ…

ମୋଦି ଯିବା ପୂର୍ବରୁ ସବୁ ଜଳିପୋଡ଼ି ହୋଇଗଲା ପାଉଁଶ: ଗୋଟିଏ ଦିନ ପରେ କରିଥାନ୍ତେ…

ଜୟପୁର,୨୦।୪: ରାଜସ୍ଥାନର ବାଡ଼ମେରର ବାଲୋତ୍ରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। CDU ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲିଭାଇବା ପାଇଁ ବହୁ ସଂଖ୍ୟକ ଦମକଳ ଗାଡ଼ି…

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ…

ଦଳର ହିତ ପାଇଁ ବଡ଼ ନିଷ୍ପତ୍ତି ନେଲେ ନୀତୀଶ କୁମାର, ଶୁଣିଲେ ଖୁସି ହେବେ ଜେଡିୟୁ କର୍ମୀ

ନୂଆଦିଲ୍ଲୀ,୨୦।୪: ରାଜଧାନୀ ପାଟନାର ଏକ ଆନେ ମାର୍ଗରେ ସୋମବାର ଜେଡିୟୁ ବିଧାନସଭାର ବୈଠକ ବସିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri