ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି। ମହିଳାଙ୍କ ଘରକୁ ପଶି ଦୁଇ ଯୁବକ ସୁନା ଚେନ୍‌ ସଫେଇ କରିବାକୁ ମହିଳାଙ୍କୁ କହିଥିଲେ। ମହିଳା ଜଣକ ମନା କରିବା ସତ୍ତ୍ୱେ ସୁନା ଚେନ୍‌ ନେଇ ଫେରାର୍‌ ହୋଇଯାଇଥିଲେ। ଦୁଇ ଯୁବକ ରାଜ୍ୟ ବାହାରର ବୋଲି ଅନୁମାନ କରାଯାଉଛି। ଟାଉନ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଲୁଟ୍‌ ହୋଇଥିବା ସୁନା ଚେନ୍‌ ୩୦ ଗ୍ରାମର ଥିଲା ବୋଲି ଅଭିଯୋଗ ହୋଇଛି। ଏହି ଘଟଣା ପରେ ସହରରେ ବାହାର ରାଜ୍ୟର ଲୁଟେରା ସକ୍ରିୟ ଥିବା ଅନୁମାନ କରାଯାଉଛି। ବଲାଙ୍ଗୀର ଟାଉନ ଥାନା ପୋଲିସକୁ ସିସି କ୍ୟାମେରା ଫୁଟେଜ୍‌ ହସ୍ତଗତ ହୋଇଛି ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ରାସ୍ତା ଉପରେ ଛିଟିକି ପଡ଼ିଲା ଖଣ୍ଡ ବିଖଣ୍ଡିତ ଶରୀର

ଇନ୍ଦୋର,୧୪।୫: ମଧ୍ୟପ୍ରଦେଶ ଦେବାସର ଏବି ରୋଡ ପାର୍ଶ୍ୱରେ ଥିବା ଟଙ୍କକାଲାରେ ଚାଲିଥିବା ଏକ ବାଣ କାରଖାନାରେ ଏକ ବଡ଼ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ବିସ୍ଫୋରଣ…

ମହଙ୍ଗା ମାଡ଼ ଭିତରେ ଜାରି ହେଲା LPG ସିଲିଣ୍ଡରର ନୂଆଦର; ଜାଣନ୍ତୁ ନୂଆରେଟ୍‌

ନୂଆଦିଲ୍ଲୀ,୧୪।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ବିଶ୍ୱ ଶକ୍ତି ସଙ୍କଟର ସମ୍ମୁଖୀନ ହେଉଛି। ପଶ୍ଚିମ ଏସିଆରେ ଉତ୍ତେଜନା ଯୋଗୁଁ ଶକ୍ତି ଯୋଗାଣ ବାଧାପ୍ରାପ୍ତ…

Iran-US War: ଟ୍ରମ୍ପଙ୍କୁ ପୁଣି ନାଲି ଆଖି ଦେଖାଇଲା ଇରାନ, ଜାଣନ୍ତୁ ଭାରତକୁ ନେଇ କ’ଣ କଲା

ତେହରାନ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା ପରେ, ସେ କହିଛନ୍ତି ଯେ ଯୁଦ୍ଧବିରତି ପରିସ୍ଥିତି ଅତ୍ୟନ୍ତ ଦୁର୍ବଳ ଏବଂ…

‘ଗୋଟିଏ ଦିନ ଖେଳ ଛାଡିଦେବି’, ବିରାଟ କୋହଲିଙ୍କ ଭାବପ୍ରବଣ ବୟାନକୁ ନେଇ ହଇଚଇ

ଯେତେବେଳେ ବିରାଟ କୋହଲି ମନ୍ତବ୍ୟ ଦେଇଥିଲେ ଯେ “ଗୋଟିଏ ଦିନ ଏସବୁ ଶେଷ ହେବ,” ତାଙ୍କର ଅର୍ଥ ଥିଲା ଯେ ଭବିଷ୍ୟତରେ ଏପରି ଏକ ସମୟ ଆସିବ…

୧୯ ଦଫା ଦାବି ନେଇ ଜିଲାପାଳଙ୍କଠାରେ ଫେରାଦ ହେଲେ ଗ୍ରାମବାସୀ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବଣିଆବସା ଗ୍ରାମବାସୀ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ନିକଟରେ ଦ୍ୱାରସ୍ଥ ହୋଇଛନ୍ତି। ଓଭର ହେଡ୍‌ ଟାଙ୍କି ମରାମତି ଓ…

ସରକାରଙ୍କ କଠୋର ନିଷ୍ପତ୍ତି, ଫିଟନେସ୍ ପ୍ରମାଣପତ୍ର ବିନା ଦିଆଯାଇପାରିବନି ପଶୁ ବଳି

କୋଲକାତା,୧୪ା୫: ଇଦ୍-ଉଲ-ଜୁହା ପୂର୍ବରୁ, ପଶ୍ଚିମବଙ୍ଗର ଭାଜପା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପଶୁବଳି ଉପରେ ନିଷେଧ ଲଗାଇବା ପାଇଁ ଏକ…

କେତେ ଧନୀ ନୂଆ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ, ରାହୁଲ ଗାନ୍ଧୀ ତାଙ୍କୁ କାହିଁକି ପସନ୍ଦ କରନ୍ତି? ଜାଣନ୍ତୁ…

ଥିରୁଭାନନ୍ତପୁରମ,୧୪।୫: କେରଳମ୍‌ର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭି.ଡି. ସତିସନ। କଂଗ୍ରେସ ଦଳ ଗୁରୁବାର (୧୪ ମଇ) ତାଙ୍କ ନାମ ଘୋଷଣା କରିଛି। ୧୦ ବର୍ଷ ପରେ କେରଳରେ…

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri