Advertisement

ନିଜ ଘରେ ନିଆଁ ଲଗାଇଦେଲେ

ପାଟଣା,୨୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଧୀନ କ୍ଷୀରେଇ ଟାଙ୍ଗିରି ଅଞ୍ଚଳରେ ଶନିବାର ରାତିରେ ଜଣେ ଯୁବକ ନିଜ ଘରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ତାଙ୍କର ୨ ବଖରା ଖପର ଘର ଜଳିଯାଇଛି। ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଯୁବକ ଜଣଙ୍କ ମାନସିକ ବିକାରଗ୍ରସ୍ତ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୀତିନାଟ୍ୟରୁ ଦଣ୍ଡନୃତ୍ୟ ଯାଏ : ଚରିତ୍ରରେ ଚମକ ଭରିଛନ୍ତି ଅକ୍ଷୟ

ବଅଁରପାଳ,୨୩।୬ – କେବେ ବ୍ରହ୍ମା ତ କେବେ ବିଷ୍ଣୁ, ପୁଣି କେବେ ମହେଶ୍ୱର ବେଶରେ ଆସିଛନ୍ତି ଦର୍ଶକଙ୍କ ଆଗକୁ। କେତେବେଳେ ରାଜା, ମନ୍ତ୍ରୀ ସାଜିଛନ୍ତି ଗୀତିନାଟ୍ୟରେ।...

୯ ଦିନ ପରେ ଘୋଷଯାତ୍ରା; ରଥ ପାଇଁ କାଠ ଅଭାବ

ଢେଙ୍କାନାଳ ଅଫିସ, ୨୪।୬:  ଶ୍ରୀ କଳାଠାକୁରଙ୍କ ପ୍ରସିଦ୍ଧ ଘୋଷଯାତ୍ରାକୁ ଆଉମାତ୍ର ୯ ଦିନ। ରଥ ନିର୍ମାଣ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ବା କଥା। ହେଲେ କାଠ ଅଭାବ ଯୋଗୁ...

ଦାଦନ ଖଟିବାକୁ ଯାଇ ଗଲା ଜୀବନ: ଗାଁରେ ପହଞ୍ଚିଲା ମୃତଦେହ

ଗୋପାଳପୁର,୧୯ା୮(ଡି.ଏନ୍‌.ଏ.): ଦାଦନ ଖଟିବାକୁ ଯାଇ ଗଲା ଜୀବନ। ଏଭଳି ଏକ ଘଟଣା ଘଟିଛି। ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କୁଠାରସିଂ ଗ୍ରାମରେ । ଗ୍ରାମର ଜି....

କଟକ ଦେବୀଗଡ଼ା ଲୋକାରଣ୍ୟ

କଟକ ଅଫିସ,୧୦ା୧୦: ଶାନ୍ତିଶୃଙ୍ଖଳାରେ ସରିଛି ଦୁର୍ଗାପୂଜା। ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଭସାଣି ମାଧ୍ୟମରେ ମେଲାଣି ନେଇଛନ୍ତି। ଦେବୀଗଡ଼ା ନିକଟରେ ହୋଇଥିବା...

ଡାକ୍ତର ଅଭାବ, ରୋଗୀ ସେବାରେ ବାଧା

ପଟ୍ଟାମୁଣ୍ଡାଇ, ୧ା୧୧ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ଦୀର୍ଘଦିନ ହେଲା ବିଭିନ୍ନ ବିଭାଗରେ ଡାକ୍ତର, ବିଶେଷଜ୍ଞ ପଦବୀ ଖାଲିପଡିଛି। ଫଳରେ ରୋଗୀ ସେବା...

୭୦ ବର୍ଷ ପରେ ସୁବର୍ଣ୍ଣ ନାଗାଭରଣ ବେଶ

ଢେଙ୍କାନାଳ ଅଫିସ, ୧୪।୮ ରାଜ୍ୟର ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠ ପାଇଁ ଶୁକ୍ରବାର ଥିଲା ଐତିହାସିକ ଦିନ। କାରଣ ଦୀର୍ଘ ୭୦ବର୍ଷ ପରେ ଅନୁଷ୍ଠିତ ହୋଇଥିଲା...

ମେଢ଼ ଖୋଜୁଛି ମଣ୍ଡପ

ବଅଁରପାଳ,୧୮ା୯(ଡି.ଏନ.ଏ.) ପୂଜା ପାଇଲେ ଦେବଶିଳ୍ପୀ। ରୀନିନୀତି ଅନୁଯାୟୀ କରାଗଲା ଆବାହନ। ହେଲେ ନା’ ଦୂରକୁ ଶୁଭିଲା ପଣ୍ଡିତଙ୍କ ମନ୍ତ୍ରପାଠ ନା’ ଉତ୍ସବମୁଖର ହେଲା ନାଲ୍‌କୋନଗର। ପୂଜା...

ଅକାଳରେ ଗଲାଣି ୧୨ ଜୀବନ

କେନ୍ଦୁଝର, ୨୯।୭ (ସ୍ବ.ପ୍ର.) କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ବାୟାପାଣ୍ଡାଧାର ଜୁଆଙ୍ଗ ଗ୍ରାମରେ ଦୁଇ ଦିନ ମଧ୍ୟରେ ୨ଜଣଙ୍କ ମୃତ୍ୟୁକୁ ନେଇ ଗ୍ରାମବାସୀ ଚିନ୍ତିତ...

Advertisement
Archives

Model This Week