ବରଗଡ଼ରେ ଚାଞ୍ଚଲ୍ୟ: ଯୁବକଙ୍କ ଗଳା କାଟି ହତ୍ୟା

ବରଗଡ଼ ଅଫିସ,୨୯।୯: ବରଗଡ଼ ସହର ଉପକଣ୍ଠ ଅମ୍ବାପାଲି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ କୌଣସି ଧାରୁଆ ଅସ୍ତ୍ରରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରିଛନ୍ତି। ମୃତ ଯୁବକ ଜଣକ ଅତାବିରାର ଏମ୍‌ଡି କଶିମ(୨୫) ବୋଲି ଜଣାପଡିଛି। ପାଖରେ ଏକ ପଲସର୍‌ ବାଇକ(ଓଡି୧୫ଏ ୧୦୩୧) ପଡିଛି। ବୁଧବାର ସକାଳୁ ଖବର ପାଇବା ପରେ ବରଗଡ଼ ଏସଡିପିଓ ଦୀପକ କୁମାର ଗୋଚ୍ଛାୟତ, ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ପ୍ରମୁଖ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାଟି ବରଗଡରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri