ଗାଡ଼ି ରଖି ମହୁଲ ଗଛରେ ଝୁଲି ପଡ଼ିଲେ ଯୁବକ

ମାଧପୁର,୫।୩(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ବେହେରାପଡା ଛକ ନିକଟ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୁରୁଣା ମାଣତ୍ରି ପଞ୍ଚାୟତ ଅଧୀନ ରାଜିଙ୍ଗ ଗ୍ରାମର ରାକେଶ ବିଶ୍ୱାଳ। ରାକେଶ ଏକ ମହୁଲ ଗଛ ନିକଟରେ ସ୍କୁଟି ରଖି ଝୁଲିପଡ଼ିଛନ୍ତି। ଖବରପାଇ କିଆକଟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ, ହିଂସା ଛାଡ଼ି ଆତ୍ମସମର୍ପଣ କର, ନଚେତ୍‌…

ଭୁବନେଶ୍ୱର,୨୭ା୨: ମାଓବାଦୀଙ୍କୁ ପୋଲିସ ଡିଜି ଓ୍ବାଇ ବି ଖୁରାନିଆ କଡ଼ା ଚେତାବନୀ ଦେଇଛନ୍ତି। ଡିଜିପି କହିଛନ୍ତି, ହିଂସା ଛାଡ଼ି ଆତ୍ମସମର୍ପଣ କର, ନଚେତ୍‌ ପରିଣାମ ଭୋଗିବ। ଏସ୍‌ଓଜି…

ଆଫଗାନିସ୍ତାନର ଆକ୍ରମଣରେ ବିଚଳିତ ହେଲାଣି ପାକିସ୍ତାନ! ଭାରତ ଉପରେ ଆଣୁଛି ବଡ଼ ଅଭିଯୋଗ

ଇସଲାମାବାଦ,୨୭।୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ଏବେ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ପରିଣତ ହୋଇଛି। ପାକିସ୍ତାନର ବିମାନ ଆକ୍ରମଣର ପ୍ରତିଶୋଧ ନେଇ ଆଫଗାନିସ୍ତାନ ଏହି ଆକ୍ରମଣ କରିଛି।…

ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚ ଯଦି ବର୍ଷା ଯୋଗୁ ହୁଏ ବାତିଲ: ସେମିଫାଇନାଲକୁ ଯିବ କିଏ, ଜାଣନ୍ତୁ ସମ୍ପୂର୍ଣ୍ଣ ନିୟମ

ନୂଆଦିଲ୍ଲୀ,୨୭।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ ଏବେ କର ବା ମର ପ୍ରତିଯୋଗିତାରେ ପରିଣତ ହୋଇଛି। ୧…

‘ମୁଁ ଦାଢିଥିବା ଲୋକଙ୍କୁ ଭୟକରେ’, କାହିଁକି ଏମିତି କହିଲେ ପୂର୍ବତନ ଉପ ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୭।୨: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖର ବୁଧବାର (୨୫ ଫେବୃଆରୀ) ତାଙ୍କ ଗୃହରାଜ୍ୟ ରାଜସ୍ଥାନର ଚୁରୁ ଜିଲାରେ ପହଞ୍ଚିଥିଲେ। ସେ ପୂର୍ବତନ ଏମପି ରାମ ସିଂହ କାସୱା…

କାମ ନ କରି ମଜୁରୀ ହଡ଼ପ କରୁଛନ୍ତି ଶ୍ରମିକ: ଆସିଲା ସାଂଘାତିକ ଅଭିଯୋଗ

ଲୋଇସିଂହା,୨୬।୨(ସୁଶାନ୍ତ ବାରିକ): ଗାଁରେ ଶ୍ରମିକ ବର୍ଗର ଲୋକଙ୍କୁ କାମ ଯୋଗାଇବା ସହିତ ସେମାନଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ଏମ୍‌ଜିଏନ୍‌ଆରଇଜିଏସ୍‌ ଯୋଜନା କାର୍ଯ୍ୟକାରୀ…

ଲଜିଷ୍ଟିକ୍ସ୍‌ରେ ପୂର୍ବ ପରିବହନ ସଂସ୍ଥାର ଦବଙ୍ଗଗିରି ଅଭିଯୋଗ, ସ୍ଥାନୀୟ ଯୁବକଙ୍କୁ…

ଗଞ୍ଜାମ,୨୭।୨(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଅବସ୍ଥିତ ଗ୍ରାସୀମ ଇଣ୍ଡ୍ରଷ୍ଟ୍ରିର ପରିବହନ ବ୍ୟବସ୍ଥାକୁ ନେଇ ପୁନର୍ବାର ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । ଦୀର୍ଘ ୬ ବର୍ଷ…

ଲୋଇସିଂହା ଥାନା ବଢୁଛି ଚୋରି: କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି

ଲୋଇସିଂହା,୨୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ କ୍ରମାଗତ ଭାବରେ ଚୋରି ବୃଦ୍ଧି ପାଇଛି। ଥାନା ଅନ୍ତର୍ଗତ ଜେଉଁଟିପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ…

ଲାଇସେନ୍ସ ଫି ୧୦% ବୃଦ୍ଧି, ମହଙ୍ଗା ହୋଇପାରେ ମଦ ଦର

ନୂଆଦିଲ୍ଲୀ,୨୭ା୨: ଦିଲ୍ଲୀରେ ମଦ ଏବେ ମହଙ୍ଗା ହୋଇପାରେ । ନୂତନ ଉତ୍ପାଦ ନୀତି ଏପର୍ଯ୍ୟନ୍ତ ଚୂଡ଼ାନ୍ତ ହୋଇନଥିବା ବେଳେ, ଦିଲ୍ଲୀ ସରକାର “ହୋଟେଲ, କ୍ଲବ ଏବଂ ରେଷ୍ଟୁରାଣ୍ଟ” ବର୍ଗରେ୨୦୨୬-୨୭ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri