Posted inଜାତୀୟ

ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ, ଫେସବୁକରେ ଲେଖିଲେ ଆପତ୍ତିଜନକ ଶବ୍ଦ

ଲକ୍ଷ୍ନୌ,୧୮।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ ମିଳିଛି। ବଗାପତ ଜିଲାରେ ରହୁଥିବା ଯୁବକ ସୋସିଆଲ ମିଡିଆରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଗୁଳି କରିବାକୁ ଧମକ ଦେଇଛନ୍ତି। କେତେଜଣ ୟୁଜର୍ସ ଏହି ପୋଷ୍ଟକୁ ମୁଖ୍ୟମନ୍ତ୍ରୀ, ଡିଜିପି ଓ ଉତ୍ତର ପ୍ରଦେଶ ପୋଲିସର ଟୁଇଟର ହ୍ୟାଣ୍ଡେଲରେ ଟ୍ୟାଗ କରିଛନ୍ତି। ଏହାସହ ଯୁବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ପୋଷ୍ଟକୁ ଗମ୍ଭିରତାର ସହ ନେଇ ପୋଲିସ ଉକ୍ତ ଯୁବକଙ୍କ ବିରୋଧରେ ମାମଲା ରୁଜୁ କରିଛି। ପୋଲିସ ଯୁବକଙ୍କୁ ଖୋଜିବାରେ ବ୍ୟସ୍ତ ଅଛି। ସୂଚନାଯୋଗ୍ୟ, ମାଫିଆ ଅତିକ ଅହମଦଙ୍କ ହତ୍ୟା ପରଠାରୁ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି। ରାଜଧାନୀ ଲକ୍ଷ୍ନୌରେ ଥିବା ଯୋଗୀଙ୍କ ଘର ବାହାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri