ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ପାଟଣା,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ମଙ୍ଗଳବାର ଗିରଫ କରିଛି। ସେ ହେଲେ ନବୀନ ମୁଣ୍ଡା।

ସୂଚନା ମୁତାବକ, ନାବାଳିକା ଜଣକ ଗତ ଡିସେମ୍ବର ୧୬ ତାରିଖ ସାରୁ ନିଖୋଜ ହୋଇଯାଇଥିଲେ। ଏନେଇ ନାବାଳିକାଙ୍କ ବାପା ତୁରୁମୁଙ୍ଗା ଥାନାରେ ଏକ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଆରମ୍ଭ କରିଥିଲା। ପରବର୍ତ୍ତି ସମୟରେ ପୋଲିସ ଚମ୍ପୁଆ ଥାନା ଅଞ୍ଚଳରୁ ନାବାଳିକାଙ୍କୁ ଉଦ୍ଧାର କରିଥିବା ବେଳେ ଅପହୃତା ଯୁବକଙ୍କୁ ଧରିବାରେ ସଫଳ ହୋଇଥିଲା। ପୋଲିସ ଉଭୟଙ୍କ ଡାକ୍ତରୀ ପରୀକ୍ଷା କରାଇଛି। ନାବାଳିକାଙ୍କ ବୟାନକୁ ଭିତ୍ତି କରି ଅଭିଯୁକ୍ତ ନବୀନଙ୍କୁ ପୋଲିସ ପୋକ୍‌ସୋ ଆକ୍ଟରେ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ତୁରୁମୁଙ୍ଗା ପୋଲିସ ଏକ ମାମଲା (ନଂ.୧୫୪/୨୧) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri