ଯୁବକଙ୍କୁ ମାଡ଼ମାରି ଗାଡ଼ି, ମୋବାଇଲ ଛଡ଼ାଇ ନେଲେ

ଯୋଡ଼ା,୨ା୨(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରି ଥାନା ଅଧୀନ ଉଁଚବାଲି ଗ୍ରାମର ଜଣେ ଯୁବକଙ୍କୁ କିଛି ଲୋକ ମାଡ଼ ମାରିବା ସହିତ ତାଙ୍କ ଠାରୁ ମୋବାଇଲ ଫୋନ ଓ ଗାଡ଼ି ଲୁଟି ନେଇଥିବା ଅଭିଯୋଗ ହୋଇଛି।
ଅଭିଯୋଗ ଅନୁଯାୟୀ,ମଙ୍ଗଳବାର ରାତି ପ୍ରାୟ ୧୦ଟା ବେଳେ ଉଁଚବାଲି ଗ୍ରାମର ପ୍ରଫୁଲ୍ଲ କୁମାର ବାରିକ ତାଙ୍କ ଚାରି ଚକିଆ ଗାଡ଼ି ଯୋଗେ ଯାଉଥିଲେ। ଏହି ସମୟରେ ଉତ୍ତମ କୁମାର ମହାନ୍ତ ଓ ପ୍ରଶାନ୍ତ କୁମାର ବାରିକଙ୍କ ସମେତ ୨୦ରୁ ୩୦ଜଣ ବ୍ୟକ୍ତି ତାଙ୍କୁ ଅଟକାଇଥିଲେ। ସେମାନେ ନିସ୍ତୁକ ମାଡ଼ ମାରି ତାଙ୍କ ମୋବାଇଲ ଓ ଗାଡ଼ି ଛଡାଇ ନେଇଥିବା ପ୍ରଫୁଲ୍ଲ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୨୨/୨୨)ରୁଜୁ କରି ତଦନ୍ତ ଜାରି ରଖିଥିବା ଆଇଆଇସି ମନୋରଞ୍ଜନ ବିଶି ସୂଚନା ଦେଇଛନ୍ତି । ତେବେ ଏହି ଘଟଣାର କାରଣ ଜଣାପଡ଼ି ନ ଥିଲେ ହେଁ ଏହା ନିର୍ବାଚନୀ ହିଂସାକାଣ୍ଡ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଆକ୍ରମଣରେ ୭ ଗୁରୁତର

ହିିଞ୍ଜିଳିକାଟୁ,୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ତଥା ବ୍ରହ୍ମପୁର ସଦର ଥାନା ଏ ଚନ୍ଦ୍ରମଣିପୁର ଗ୍ରାମରେ ଗୁରୁବାର ପୂର୍ବାହ୍ନରେ ବାର୍‌ହା ଆକ୍ରମଣରେ ୭ଜଣ ଗୁରୁତର ହୋଇଛନ୍ତି।...

ବାଘୁଆ ଜଳଭଣ୍ଡାରରୁ ପାଣି ଛାଡ଼ିଲା ପ୍ରଶାସନ

ବୁଗୁଡ଼ା,୨୨ା୭(ଡି.ଏନ୍‌.ଏ.): ବାଘୁଆ ଜଳଭଣ୍ଡାରରୁ ପାଣି ଛଡ଼ାଯାଇଛି। ଏହି ପାଣି ବାଘୁଆ ଜଳଭଣ୍ଡାରର ବାମ ଏବଂ ଦକ୍ଷିଣ କେନାଲ ଦେଇ ଛଡ଼ାଯାଇଥିବା ବୁଗୁଡ଼ା ଜଳସେଚନ ସହ ନିର୍ବାହୀ...

ପୁଣି ତେଜିଲା ଆଦିବାସୀ ମାନ୍ୟତା ଦାବି : ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲା ଦୋରା ସମ୍ପ୍ରଦାୟ

  ପଟ୍ଟାଙ୍ଗି,୧୨ା୧(ଡି.ଏନ୍‌.ଏ.) କୋରାପୁଟ ଜିଲାର ଅନେକ ସମ୍ପ୍ରଦାୟ ଦୀର୍ଘଦିନରୁ ଆଦିବାସୀ ମାନ୍ୟତା ଦାବି କରିଆସୁଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍ୟତମ ଦୋରା ସମ୍ପ୍ରଦାୟ। ରାଜ୍ୟ ସରକାର ସେମାନଙ୍କୁ...

ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୧ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ...

ମୃତ୍ୟୁ ପୂର୍ବରୁ ବାଣ୍ଟିଥିଲେ କେକ୍‌, ମିଠା

କୁଆଁରମୁଣ୍ଡା,୧୦।୩(ଡି.ଏନ୍‌.ଏ.): ମୃତ୍ୟୁର କିଛି ଘଣ୍ଟା ଆଗରୁ ସାଙ୍ଗସାଥୀ, ସମ୍ପର୍କୀୟଙ୍କୁ ମିଠା, କେକ୍‌, ଆଇସ୍‌କ୍ରିମ ଆଦି ବାଣ୍ଟିବା ଘଟଣା ସାଧାରଣତଃ ବିରଳ। ହେଲେ ଏଭଳି ଏକ ଘଟଣା...

ଶିକ୍ଷକପଡ଼ାରେ ମାତିଲେ ଦୁର୍ବୃତ୍ତ : ଝରକା ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

ବଇଣ୍ଡା,୩୦।୮(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ନୁନୁକାପଶି ପଞ୍ଚାୟତ ଶିକ୍ଷକପଡ଼ାରେ ରହୁଥିବା ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଘରୁ ଗୁରୁବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ...

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେ.ଭି ଲାଇନ ମରାମତି: ସୁରକ୍ଷା ସରଞ୍ଜାମ ବିନା କାର୍ଯ୍ୟ କରୁଛନ୍ତି ଠିକା ଶ୍ରମିକ

ଯାଜପୁର ରୋଡ,୧।୮(ନି.ପ୍ର): ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କୁ ଆବଶ୍ୟକ ସୁରକ୍ଷା ଉପକରଣ ଯୋଗାଇବା ପାଇଁ ନିୟମ ରହିଛି। କିନ୍ତୁ ନେସ୍କୋ ୟୁନିଟିରେ ଠିକା ଶ୍ରମିକଙ୍କୁ ବିନାସୁରକ୍ଷା...

ନିଦରୁ ଉଠିଲେ ମହାପ୍ରଭୁ, ଆରମ୍ଭ ହେଲା ଶୁଭକାଳ

ପୁରୀ ଅଫିସ, ୯ା୧୧: ରଥଯାତ୍ରା ପରେ ହରିଶୟନ ଏକାଦଶୀରେ ନିଦ୍ରା ଯାଇଥିଲେ ମହାପ୍ରଭୁ। ଚାରି ମାସ ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ମହାପ୍ରଭୁ ନିଦରୁ ଉଠିଛନ୍ତି। ଏହି...

Advertisement
Archives

Model This Week