ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଲେ

ବୌଦ୍ଧ,୪।୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବଙ୍କାପଡ଼ା ଗ୍ରାମ ଆମ୍ବବୁରୀରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ହେଲେ ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି। ମୃତକ ହେଲେ ମନୁମୁଣ୍ଡା ଥାନା ଅଧୀନ ରାକସକୋଟି ଗ୍ରାମର ସାରଥି ଗୁନା।

ମିଳିଥିବା ସୂଚନା ମୁତାବକ, ବଙ୍କାପଡ଼ା ଗ୍ରାମର କିଛି ଲୋକେ ନଦୀରୁ ଗାଧେଇ ଫେରୁଥିବା ବେଳେ ଆମ୍ବବୁରୀ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ବୌଦ୍ଧ ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଘଟଣାସ୍ଥଳରୁ ଏକ ମୋବାଇଲ ଫୋନ ଜବତ କରିଥିଲା। ମୋବାଇଲ ଫୋନର କଲ୍‌ ଡିଟେଲ୍ସ ଅନୁଯାୟୀ ପୋଲିସ ମୃତକଙ୍କ ପରିଚୟ ଜାଣିବାକୁ ପାଇଥିଲା। ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଚଳାଇଥିବା ବୌଦ୍ଧ ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ଟେଷ୍ଟ କଲେ ଅଧିକ ପଜିଟିଭ୍‌ ଆସିବ; ଭୟଭୀତ ହୁଅନ୍ତୁ ନାହିଁ: ଶାଳିନୀ ପଣ୍ଡିତ

ଭୁବନେଶ୍ୱର,୭।୫(ବ୍ୟୁରୋ): ଅଧିକ ଟେଷ୍ଟ ହେଲେ ଅଧିକ ପଜିଟିଭ୍‌ ମାମଲା ଆସିବ। ଏନେଇ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଗୁରୁବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨...

ବନ୍ୟପ୍ରାଣୀଙ୍କ ଉତ୍ପାତ: ଚିନ୍ତାରେ ଚାଷୀ

ବେଗୁନିଆ, ୨୮।୯(ଡି.ଏନ୍‌.ଏ): ବେଗୁନିଆ ବ୍ଲକ ଅଞ୍ଚଳରେ ପ୍ରାକୃତିକ ବିପର୍ଯ୍ୟୟ ଓ ବନ୍ୟପ୍ରାଣୀଙ୍କ ଉତ୍ପାତ ଯୋଗୁ ଚାଷୀଙ୍କ ଦୁଃଖ ବଢୁଛି। ଏଥିଯୋଗୁ କିଛିବର୍ଷ ହେଲା ଧାନ ଓ ପନିପରିବା...

କଫ ସିରପ ଜବତ :୨ ଅଟକ, ଜଣେ ଫେରାର

ଝାରସୁଗୁଡ଼ା ଅଫିସ,୯।୩: ଝାରସୁଗୁଡ଼ା ସହର ମଙ୍ଗଳ ବଜାର ନିକଟସ୍ଥ ମିଲତ କଲୋନୀରେ ସୋମବାର ଝାରସୁଗୁଡ଼ା ପୋଲିସ ପକ୍ଷରୁ ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ୨୦୦ରୁ ଅଧିକ...

ରାଜଧାନୀରେ ଟପିପାରେ ୬୦ ହଜାର

ଭୁବନେଶ୍ୱର, ୧୦।୫(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ଘଣ୍ଟା ମଧ୍ୟରେ ୧୦୮୪ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୩ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା...

ଜିଲା ଶିକ୍ଷାଧିକାରୀଙ୍କ ଉପରେ ବର୍ଷିଲେ ୩ ବିଧାୟକ

ଫୁଲବାଣୀ ଅଫିସ,୧୧ା୧ -ଜିଲା ଉନ୍ନୟନ ସମନ୍ବୟ ଏବଂ ମନିଟରିଂ କମିଟି (ଦିଶା) ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମଥର...

ହେଲମେଟ୍‌ ନାହିଁ ତ ଚା’ ନାହିଁ

କେନ୍ଦୁଝର, ୧୪ା୯(ଡି.ଏନ.ଏ.)- କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ନିକଟସ୍ଥ ସ୍ପଞ୍ଜ ଛକଠାରେ ଥିବା ଏକ ଚା’ ଦୋକାନ ଆଗରେ ଝୁଲୁଛି ଏକ ବ୍ୟାନର। କୌଣସି ବାଇକ...

ଶିକ୍ଷକଙ୍କ ବଦଳି ଓ ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ: ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ଓହରିଲେ

ଖୁଣ୍ଟା,୧୭ା୯(ଡି.ଏନ୍‌.ଏ.): ଖୁଣ୍ଟା ବ୍ଲକ ଶିକ୍ଷା ବିଭାଗରେ କିଛି ଦିନ ହେଲା ଶିକ୍ଷକ ବଦଳି ଓ ନିଯୁକ୍ତିକୁ ନେଇ ଅଧିକାରୀମାନଙ୍କୁ ବେଶ ନାକେଦମ୍‌ ହେବାକୁ ପଡ଼ିଛି। ଜଣେ...

ଡାକ୍ତରଖାନା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ୍‌: ଜରୁରୀ ନ ଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟର ସମସ୍ତ ଡାକ୍ତରଖାନା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ ଜାରି କରାଯାଇଛି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଗାଇଡ୍‌ଲାଇନ ଜାରି ହୋଇଛି ।...

Advertisement
Archives

Model This Week