ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଲେ

ବୌଦ୍ଧ,୪।୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବଙ୍କାପଡ଼ା ଗ୍ରାମ ଆମ୍ବବୁରୀରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ହେଲେ ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି। ମୃତକ ହେଲେ ମନୁମୁଣ୍ଡା ଥାନା ଅଧୀନ ରାକସକୋଟି ଗ୍ରାମର ସାରଥି ଗୁନା।

ମିଳିଥିବା ସୂଚନା ମୁତାବକ, ବଙ୍କାପଡ଼ା ଗ୍ରାମର କିଛି ଲୋକେ ନଦୀରୁ ଗାଧେଇ ଫେରୁଥିବା ବେଳେ ଆମ୍ବବୁରୀ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏନେଇ ବୌଦ୍ଧ ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଘଟଣାସ୍ଥଳରୁ ଏକ ମୋବାଇଲ ଫୋନ ଜବତ କରିଥିଲା। ମୋବାଇଲ ଫୋନର କଲ୍‌ ଡିଟେଲ୍ସ ଅନୁଯାୟୀ ପୋଲିସ ମୃତକଙ୍କ ପରିଚୟ ଜାଣିବାକୁ ପାଇଥିଲା। ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଚଳାଇଥିବା ବୌଦ୍ଧ ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନବସତିରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍‌କୁ ବିରୋଧ

ବାଲେଶ୍ୱର ଅଫିସ, ୨୯।୧-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ୨୯ ନମ୍ବର ୱାର୍ଡ଼ର ଶ୍ରୀକଣ୍ଠପୁର କ୍ୟାଥୋଲିକ୍‌ ପଡ଼ାରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍‌ ଖୋଲାଯିବାକୁ ମ୍ୟୁନିସିପାଲିଟି ପକ୍ଷରୁ ନିଷ୍ପତ୍ତିକୁ ସ୍ଥାନୀୟ...

ରାସ୍ତା କାମ ନିମ୍ନ ମାନର ଯୋଗୁ ସରକାରୀ ଯନ୍ତ୍ରୀଙ୍କୁ ଉଠ୍‌ବସ କରାଇଲେ ପାଟଣାଗଡ଼ ବିଧାୟକ, ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୬।୬: ପାଟଣାଗଡ଼ର ନବନିର୍ବାଚିତ ବିଜେଡି ବିଧାୟକ ସରୋଜ ମେହେର ଜଣେ ସରକାରୀ ଯନ୍ତ୍ରୀଙ୍କୁ ଲୋକଙ୍କ ସମ୍ମୁଖରେ ଉଠ୍‌ବସ୍‌ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ...

ଉଦ୍‌ଘାଟନକୁ ୧୫ ବର୍ଷ ବିତିଲା: କାର୍ଯ୍ୟକ୍ଷମ ହୋଇପାରିନି ଉପଖଣ୍ଡ ଷ୍ଟାଡିୟମ

ତାଳଚେର,୧୧ା୮(ନି.ପ୍ର.) – କ୍ରୀଡା ଓ କ୍ରୀଡାବିତ୍‌ଙ୍କ ଉନ୍ନତି ନିମନ୍ତେ ରାଜ୍ୟ ସରକାର ବହୁ ମିନି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ହେଲେ ତାଳଚେର ରାଜବାଟୀ ନିକଟରେ ୨୦୦୪ରୁ...

ଏଫଏମ୍‌ ସ୍ବୟଂଶାସିତ କଲେଜ: ପ୍ରକାଶ ପାଇଲା ସ୍ନାତକ, ସ୍ନାତକୋତ୍ତର ପରୀକ୍ଷା ଫଳ

ବାଲେଶ୍ୱର ଅଫିସ, ୧୧।୬- ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଚଳିତ ଶିକ୍ଷାବର୍ଷରେ ଯୁକ୍ତ ୩...

କୁବେର ଯନ୍ତ୍ରୀଙ୍କ ଦ୍ୱିତୀୟ ସ୍ତ୍ରୀ ଗିରଫ

ଭୁବନେଶ୍ୱର,୯।୪(ବ୍ୟୁରୋ): କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ସ୍ତ୍ରୀ କଳ୍ପନା ପ୍ରଧାନଙ୍କୁ ଶନିବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ସ୍ବାମୀଙ୍କ ବେଆଇନ ଟଙ୍କା କାରବାରରେ ସ୍ତ୍ରୀଙ୍କ...

ଗଛ କଟାକୁ ନେଇ ଥାନାରେ ମାମଲା

ମୋରଡ଼ା,୩୦ା୫(ଡି.ଏନ.ଏ.): ବେଆଇନ ଭାବେ ଗଛ କଟାକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଏକ ମାମଲା ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଏହି ଥାନା ଅଧୀନ...

ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ: କାଲି ଯୋଗଦେବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୭।୫(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କ ୧...

ବାଡ଼ ଦେଇ ରାସ୍ତା ଅବରୋଧ, ଜିଲାପାଳଙ୍କୁ ଅଭିଯୋଗ

ବଇଣ୍ଡା, ୨୮ା୩(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଲକଡାଉନ ଜାରି ଥିବାବେଳେ ବିଭିନ୍ନ ସ୍ଥାନରେ ଲୋକେ ଗାଁକୁ ଯିବାଆସିବା ରାସ୍ତାରେ ବାଡ଼ ଦେଇ ବାଟ ଅବରୋଧ କରିଥିବା ଅଭିଯୋଗ...

Advertisement
Archives

Model This Week