ମୁଣ୍ଡ ନେଲେ ମାଓବାଦୀ

ମାଲକାନଗିରି,୧୧ା୧(ଡି.ଏନ୍‌.ଏ.): ନୂଆବର୍ଷ ଆରମ୍ଭରୁ ସୀମାନ୍ତରେ ମାଓବାଦୀମାନେ ଉପଦ୍ରବ ଜାରି ରଖିଛନ୍ତି। ମାଲକାନଗିରି ଜିଲା ସୀମାନ୍ତ ବିଜାପୁରର କୂଟରୁ ଅଞ୍ଚଳର କେଟୁଲନାର ଗ୍ରାମରେ ମାଓବାଦୀମାନେ ମଙ୍ଗଳବାର ଜଣେ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ସପ୍ତାହକ ମଧ୍ୟରେ ମାଓବାଦୀ ୭ଜଣଙ୍କୁ ହତ୍ୟା କରିଥିବା ଜଣାପଡିଛି।

ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ଏପରି କାଣ୍ଡ ଘଟାଉଛନ୍ତି। ନିକଟରେ ମାଓବାଦୀ ଜଗତ ସୋରି ନାମକ ଜଣେ ବ୍ୟକ୍ତିଙ୍କୁ ଘରୁ ଉଠାଇନେଇ ହତ୍ୟା କରିଥିଲେ। ପରେ ମୃତଦେହ ରାସ୍ତାକଡ଼ରେ ଫିଙ୍ଗି ଚାଲିଯାଇଥିଲେ।

ଅନ୍ୟପକ୍ଷେ ଘଟଣାର ଖବରପାଇ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ କେଉଁ କାରଣରୁ ମାଓବାଦୀମାନେ ଏଭଳି କାଣ୍ଡ ଘଟାଇଛନ୍ତି ଏହାର ତଦନ୍ତ କରାଯାଉଛି ବୋଲି ଏସ୍‌ଡିପିଓ ପି.ଅବିନାଶ ଉପାଧ୍ୟାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri