Posted inଫୁରସତ

ଘୋଡା ଉପରେ ଚଢୁଥିଲେ ଯୁବକ: ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ପଶୁପକ୍ଷୀଙ୍କ ଭିଡିଓ ଭାଇରାଲ ହେଉଛି। ଏକ ଘୋଡା ଉପରେ ଜଣେ ଯୁବକ ଚଢୁଥିବାବେଳେ ଘୋଡାଟି ପଛରୁ ତାଙ୍କୁ ଲାତ ମାରୁଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ଏକ ଘୋଡା ପଡିଆରେ ଠିଆ ହୋଇଛି। ସେହି ସମୟରେ ଜଣେ ଯୁବକ ପଛରୁ ଉକ୍ତ ଘୋଡା ଉପରେ ବସିବାକୁ ଚେଷ୍ଟା କରୁଥିବାବେଳେ ଘୋଡାଟି ତାଙ୍କୁ ଲାତ ମାରିଥିଲା। ଫଳରେ ସେ ଫୋପାଡି ହୋଇ ତଳେ ପଡିଥିଲେ। ଆଇଏଫଏସ ଅଧିକାରୀ ସୁଶାନ୍ତ ନନ୍ଦ ନିଜ ଟୁଇଟରରେ ଏହି ଭିଡିଓକୁ ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ରୁ ସାନିଟାଇଜର ଚୋରିକଲେ ଯୁବକ, ଭିଡିଓ ଭାଇରାଲ

କରୋନା (କୋଭିଡ-୧୯) ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏଥିରୁ ରକ୍ଷାପାଇବା ପାଇଁ ସମସ୍ତେ ମାସ୍କ ଏବଂ ହ୍ୟାଣ୍ଡ୍‌ ସାନିଟାଇଜର ବ୍ୟବହାର କରୁଛନ୍ତି। ତେଣୁ ବର୍ତ୍ତମାନ...

ଆଇସୋଲେଶନ୍‌ କ୍ୟାମ୍ପରୁ ଛୁଟି ମିଳିବା ଖୁସିରେ ନାଚିଉଠିଲେ ଯୁବତୀ

ନୂଆଦିଲ୍ଲୀ,୧୮।୨: କରୋନା ଭାଇରସ୍‌ ସନ୍ଦେହରେ ଦିଲ୍ଲୀର ଏକ ଆଇସୋଲେଶନ୍‌ କ୍ୟାମ୍ପରେ କିଛି ଯୁବତୀ ନାଚୁଥିବାର ଏକ ଭିଡିଓ ସାମ୍ନାକୁ ଆସିଛି। ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା...

ଏହି ରଙ୍ଗୀନ କାର୍‌ ପାଇଁ ଯିବାକୁ ପଡ଼ିଲା ହାଇକୋର୍ଟ, ଜାଣନ୍ତୁ କାହିଁକି

୨୦୧୯ ଜୁଲାଇରେ ଆଡ୍‌ଭୋକେଟ୍‌ ରଞ୍ଜିତ ମାଲହୋତ୍ରା ଏକ କାର୍‌ କିଣିଥିଲେ। ଏହି କାର୍‌ଟି ଦେଖିବାକୁ ରଙ୍ଗବେରଙ୍ଗ ତଥା ଖୁବ୍‌ ଆକର୍ଷଣୀୟ। ମେକ୍ସିକୋର ଜଣେ କଳାକାର ଏହି...

ନଦୀ ପାର ହେବାକୁ ଷଣ୍ଢ କଲା ଏମିତି, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ଏକ ମଜାଳିଆ ଭିଡିଓ ଭାଇରାଲ ହେଉଛି। ଯାହା ଆଗରୁ କେବେ ଦେଖି ନ ଥିବେ। ଭାଇରାଲ ଭିଡିଓରେ ଏକ ଷଣ୍ଢ ଏପରି ଭାବରେ...

ପାରାକୁ ପାଣି ଟିକେ ଦେବା ପାଇଁ ପିଲାଟି କରୁଛି ଏପରି, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ବିବାହର ୧୭ ଦିନ ପରେ ସ୍ବାମୀ ନେଲେ ଏଭଳି ନିଷ୍ପତ୍ତି; ନବବିବାହିତା ସ୍ତ୍ରୀଙ୍କୁ ପ୍ରେମିକଙ୍କ ପାଖକୁ ପଠାଇବାକୁ …

ରାଞ୍ଚି: ପ୍ରେମରେ ପାଗଳ ପ୍ରେମୀଙ୍କ ଅନେକ କାହାଣୀ ଆପଣ ଶୁଣିଥାଇପାରନ୍ତି, ହେଲେ ରାଞ୍ଚିର ଜଣେ ବ୍ୟକ୍ତି ବିବାହର ମାତ୍ର ୧୭ ଦିନ ପରେ ସ୍ତ୍ରୀଙ୍କୁ ତାଙ୍କ...

ଟିକ୍‌ଟକ୍‌ ବ୍ୟାନ୍‌ ହେବା ପରେ ରାଗରେ ଏମିତି କହିଲେ ଏହି ଝିଅ

ଟିକ୍‌ଟକ୍‌ ସହିତ ୫୯ଟି ଚାଇନା ଆପ୍‌ସ ଭାରତରେ ବ୍ୟାନ୍‌ ହୋଇଛି। ଏବେ ନା କେହି ଟିକ୍‌ଟକ୍‌ ଆପ୍‌କୁ ଡାଉନ୍‌ଲୋଡ୍‌ କରିପାରୁଛନ୍ତି ନା ହିଁ ପୂର୍ବରୁ ଥିବା...

ମଣିଷଠାରେ ପ୍ରତିରୋପଣ ହେଲା ଘୁଷୁରି ହାର୍ଟ, ଚିକିତ୍ସା ବିଜ୍ଞାନରେ ପ୍ରଥମ ଘଟଣା…

ଓ୍ବାଶିଂଟନ, ୧୧।୧ : ଆମେରିକୀୟ ସର୍ଜନମାନେ ବଡ଼ ସଫଳତା ହାସଲ କରିଛନ୍ତି। ୫୭ ବର୍ଷ ବୟସ୍କ ଜଣେ ବ୍ୟକ୍ତିଙ୍କ ଶରୀରରେ ଏକ ଜେନେଟିକ ରୂପାନ୍ତରିତ ଘୁଷୁରୀର...

Advertisement


Archives

Model This Week