ଯୁବକଙ୍କ ମିଳିଲା ମୃତଦେହ: ଅବସରପ୍ରାପ୍ତ ଶିକ୍ଷକ ଏବେବି ନିଖୋଜ

ବରଗଡ଼ ଅଫିସ,୨୫।୧୦: ବରଗଡ଼ ମୁଖ୍ୟ କେନାଲରେ ଗତ ଶୁକ୍ରବାର ଓ ଶନିବାର ୨ ଜଣ ଭାସି ଯାଇଥିଲେ। ତେବେ ଶନିବାର ଭାସି ଯାଇଥିବା ବରଗଡ ତଳିପଡାର ଯୁବକ ଓମ୍‌ପ୍ରକାଶ ଭୋଇ(୨୨)ଙ୍କ ମୃତଦେହ ରବିବାର ସକାଳୁ ବରଗଡ଼ ମୁଖ୍ୟ କେନାଲର ଗୁଡେଶିରା ନିକଟରୁ ଉଦ୍ଧାର କରାଯାଇଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବରଗଡ଼ ଡାକ୍ତରଖାନାକୁ ଅଣାଯାଇଛି। ଅନ୍ୟପକ୍ଷରେ ଶୁକ୍ରବାର ଭାସି ଯାଇଥିବା ସିମେଣ୍ଟ ନଗର ବାସିନ୍ଦା ଅବସରପ୍ରାପ୍ତ ଶିକ୍ଷକ ଜଳନ୍ଧର କଲେତ୍‌(୭୦)ଙ୍କ ପତ୍ତା ଏପର୍ଯ୍ୟନ୍ତ ମିଳି ପାରି ନାହିଁ। ସ୍ଥାନୀୟ ଲୋକଙ୍କ ସହାୟତାରେ ଅଗ୍ନିଶମ କର୍ମଚାରୀମାନେ ଖୋଜାଖାଜି ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

୧୦ ଦିନରେ କାହିଁକି ତୃତୀୟ ଥର ପାଇଁ ବଢିଲା ପେଟ୍ରୋଲ-ଡିଜେଲ ଦାମ? ଇଣ୍ଡିଆନ ଅଏଲ କହିଲା ଅସଲ କାରଣ

ନୂଆଦିଲ୍ଲୀ,୨୩।୬: ଶନିବାର, ମେ ୨୩, ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ପେଟ୍ରୋଲ ୮୭ ପଇସା ମହଙ୍ଗା ହୋଇଛି, ଯେତେବେଳେ…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ, ଟିଏମସି ନେତା ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର

କୋଲକାତା,୨୩।୫: ପଶ୍ଚିମବଙ୍ଗରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦକ୍ଷିଣ ଦମ ଦମ ମ୍ୟୁନିସିପାଲିଟିର ତୃଣମୂଳ କଂଗ୍ରେସ କାଉନସିଲର ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ବାସଭବନରେ ସନ୍ଦେହଜନକ…

ରାତିରେ ତେଲ ଆସୁଛି କିନ୍ତୁ ସକାଳୁ ସରିଯାଉଛି: ବଡ଼ ବଡ଼ ବ୍ୟାରେଲରେ ବୋହି ନେଉଛନ୍ତି, ବିରୋଧ କରୁଛନ୍ତି…

ମୋହନା,୨୩।୬(ମନ୍ମଥ ମିଶ୍ର): ବଡ଼ବଡ଼ ବ୍ୟାରେଲରେ ପେଟ୍ରୋଲ ଡିଜେଲ ଦିଆଯିବା ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖୁବାକୁ ମିଳିଛି। ଗଜପତି ଜିଲା ମୋହନା ବ୍ଲକ ଲୁହାଗୁଡ଼ି ୩୨୬ ଜାତୀୟ…

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri