ଗାଡି ପାର୍କିଂ କରି ରାସ୍ତା ପାର ହେଉଥିବା ବେଳେ କାଠ ଫାଳିଆରେ ମାଡ଼: ଚାଲିଗଲା ଯୁବକଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୫।୧ : ଗାଡି ପାର୍କିଂ କରି ରାସ୍ତା ପାର ହେଉଥିବା ବେଳେ ପଛପଟୁ କାଠଫାଳିଆ ମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ଟାଉନ ଥାନା ଅଧୀନ ପଲ୍ଲା ନୂଆସାହି ଛକରେ ମଙ୍ଗଳବାର ଭୋରୁ ଏଭଳି ଘଟଣା ଘଟିଛି। ମୃତକ ହେଲେ ବିଜୟ ନାୟକ। ଏହି ଘଟଣାରେ ଆକ୍ରମଣକାରୀ ସନ୍ତୋଷ ସାହୁଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଛି। ତେବେ ହତ୍ୟାର କାରଣ କାରଣ ଅସ୍ପଷ୍ଟ ରହିଛି।

ସୂଚନାଯୋଗ୍ୟ, ବିଜୟ ରାସ୍ତା ପାଶର୍‌ବରେ ଗାଡିକୁ ପାର୍କିଂ କରି ଘରକୁ ଯିବା ଲାଗି ରାସ୍ତା ପାରି ହେଉଥାଲେ। ଏହି ସମୟରେ ସନ୍ତୋଷ ପଛପଟୁ ତାଙ୍କ ମୁଣ୍ଡକୁ ଏକ କାଠ ଫାଳିଆରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଖୋର୍ଦ୍ଧା ପରେ ଭୁବନେଶ୍ବର ଏମ୍‌ମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୧୩ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ: ୩୦ ହଜାର ଜରିମାନା ଆଦାୟ

ଦେବଗଡ, ୬।୧୨(ଡ଼ି.ଏନ୍‌.ଏ.)- କୋଭିଡ଼୍‌-୧୯ ନିୟମକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ ପ୍ରତିହତ ପାଇଁ ଦେବଗଡ ଆରକ୍ଷୀ ଅଧିକ୍ଷକ ମନୋଜ ମହାନ୍ତଙ୍କ ନିର୍ଦ୍ଦେଶ କ୍ରମେ ଜାତୀୟ ରାଜପଥ...

ମୋଟରଯାନ ଆଇନ ସମ୍ପର୍କିତ ମାମଲା ବଢୁଛି

କଟକ ଅଫିସ,୩୧ା୧୦: ବିଭିନ୍ନ କାରଣରୁ ଅଦାଲତରେ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ମୋଟର ଯାନ ଆଇନ ପାଇଁ ଅଦାଲତରେ ମାମଲା ସଂଖ୍ୟା ବଢ଼ିବା ଏକ...

ଉପଖଣ୍ଡ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ପାଲଲହଡା,୧୮ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟକ ଡାକ୍ତର, କର୍ମଚାରୀ ନ ଥିବାବେଳେ କେତେକ ମେଶିନ ଅଚଳ ଅବସ୍ଥାରେ ରହିଛି। ଫଳରେ...

କ୍ୱାରାଣ୍ଟାଇନ୍‌ ସେଣ୍ଟର ହୋଇଥିବା ଶ୍ରେଣୀଗୃହ ଏଯାଏ ହେଲାନି ହସ୍ତାନ୍ତର: ଖୋଲା ଆକାଶ ତଳେ ପଢୁଛନ୍ତି ପିଲା

କୋରୁକୋଣ୍ଡା,୯।୧(ଡି.ଏନ୍‌.ଏ.) : ବାହାରେ ବସି ଖୋଲା ଆକାଶ ତଳେ ପାଠ ପଢୁଛନ୍ତି ୧୦ମ ଶ୍ରେଣୀ ଛାତ୍ରୀଛାତ୍ର। ଶିକ୍ଷାର ଏଭଳି ଅଭାବନୀୟ ଦୃଶ୍ୟ ମାଲକାନଗିରି ଜିଲା କୋରୁକୋଣ୍ଡା...

ବଳାତ୍କାର କରି ଭିଡିଓ ଭାଇରାଲ କରିବା ଅଭିଯୋଗ: ଅଭିଯୁକ୍ତ ଗିରଫ

ଜଗନ୍ନାଥପ୍ରସାଦ, ୨୦।୧୧(ଡି.ଏନ୍‌.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରି ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ବୁଧବାର ଦୁଇଜଣ ନାବାଳକଙ୍କ ସମେତ ଅନ୍ୟ...

୨୪ ପୋଖରୀରୁ ପୋତିହେଲେଣି ୧୮

କେନ୍ଦ୍ରାପଡ଼ା ଅଫିସ, ୮ା୧୦: ରାଜ୍ୟର ଅଧିକାଂଶ ଜଳଉତ୍ସ ପ୍ରଦୂଷିତ। ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ଉପଯୋଗୀ ନୁହେଁ। ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ନିକଟରେ କେନ୍ଦ୍ରୀୟ...

ଦୁର୍ଘଟଣାରେ ଯୁବକ ମୃତ

ବାରିପଦା ଅଫିସ,୧୫ା୧୧- ବାରିପଦା ସହରର ମୁର୍ଗବାଡି ଗୋଲଇ ନିକଟରେ ଗୁରୁବାର ସାରେ ଏକ ଦୁର୍ଘଟଣାରେ ଜଣେ ମୋଟର ସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ...

ତଲାବିରା କୋଇଲା ଖଣିରୁ ମିଳିମିଶି ଲୁଟୁଛନ୍ତି

ସମ୍ବଲପୁର,୧୬ା୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ପ୍ରଧାନପାଲି ନିକଟରେ ବୁଧବାର ଏକ କୋଇଲା ବୋଝେଇ ଟ୍ରକ୍‌କୁ ଚୋରା ଚାଲାଣ ସନ୍ଦେହରେ ସ୍ଥାନୀୟ ଲୋକଙ୍କ ସହଯୋଗରେ ପୋଲିସ...

Advertisement
Archives

Model This Week