ସାଙ୍ଗ ଆଗରେ ଚାଲିଗଲା ଜୀବନ

ଭଞ୍ଜନଗର,୧୪।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଧୀନ ଗାମୁଣ୍ଡି-ଭାଲିଆଖାଇ ରାସ୍ତାରେ ଗୁରୁବାର ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟି ଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଲାଠିପଡ଼ାର ବିକଳ ଜେନା। ଗୁରୁତର ଆହତ ଆନନ୍ଦ ସ୍ବାଇଁଙ୍କୁ ଭଞ୍ଜନଗର ମେଡ଼ିକାଲ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଯାଇଛି । ଦୁଇ ସାଙ୍ଗ ବିକଳ ଓ ଆନନ୍ଦ ସକାଳେ ବାଇକ୍‌ରେ ଭଞ୍ଜନଗର ଆସୁଥିଲେ। ବାଟରେ ଡେଙ୍ଗାପଦର ସେତୁ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ୧୫ ଫୁଟ ତଳକୁ ଖସି ପଡ଼ିଥିଲା। ସ୍ଥାନୀୟ ଲୋକେ ସେମାନଭ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଞ୍ଜନଗର ମେଡ଼ିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ବିକଳଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ଭଞ୍ଜନଗର ଥାନା ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri