ନାରୀ ନିର୍ଯାତନାର ପ୍ରତିବାଦ କରି ଯୁବଛାତ୍ରର ବିକ୍ଷୋଭ

ଛତ୍ରପୁର,୨୫ା୬(ଦିଲ୍ଲୀପ ସାମଲ): ରାଜ୍ୟ ବା ଗଞ୍ଜାମ ଜିଲାରେ ହୁ ହୁ ହୋଇ ବଢ଼ିଚାଲିଥିବା ନାରୀ ନିର୍ଯାତନା, ବଳାତ୍କାରର ଆଜି ଛତ୍ରପୁର ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଏନେଇ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟର ଯୁକ୍ତ ୨ ଓ ଯୁକ୍ତ ୩ ଛାତ୍ରୀଛାତ୍ର ଶ୍ରେଣୀ ବର୍ଜନ କରି ନାରୀ ‘ନିର୍ଯାତନା ବନ୍ଦ ହେଉ ଆମର ଦାବି’ ନାରା ଦେଇ ସରକାରଙ୍କ ବିରୋଧରେ ପ୍ରତିବାଦ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୁବ ବିଜେଡି ଛତ୍ରପୁର ବ୍ଲକ ଉପସଭାପତି କାହ୍ନୁ ଚରଣ ବେହେରା, ଯୁବ ବିଜେଡି ଗଞ୍ଜାମ ସଭାପତି ସୁଧୀର କୁମାର ପାଢ଼ୀ, ମାଙ୍ଗେେଶ୍ୱେର ରାଓ, ବିଭୂତି ପଲେଇ ଓ ସୁରେଶ କୁମାର ବେହେରାଙ୍କ ସମେତ ବହୁ ବିଦ୍ୟାର୍ଥୀ ଓ ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତା ଉପସ୍ଥିତ ରହିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri