ଜାତୀୟ ସାମାଜିକ ଆଇକନ୍‌ ସମ୍ମାନ ପାଇବେ ଯୁବ ସ୍ବେଚ୍ଛାସେବୀ ଯଶୋବନ୍ତ ରଣା

ଭବାନୀପାଟଣା,୨୬।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ତିଳଯୋଡି ଗ୍ରାମର ଯୁବ ସ୍ବେଛାସେବୀ ଯଶୋବନ୍ତ ରଣା ଜାତୀୟ ସାମାଜିକ ଆଇକନ ସମ୍ମାନ ପାଇବା ନେଇଁ ମନୋନୀତ ହୋଇଛନ୍ତି।ଏହି ପୁରସ୍କାର ସମାରୋହ ଆସନ୍ତା ୨୯ ଅଗଷ୍ଟରେ ରାଜସ୍ଥାନର ଜୟପୁର ଠାରେ ଅନୁଷ୍ଠିତ ହେବ। ସମାଜସେବା, ପରିବେଶ ସୁରକ୍ଷା, ଶିକ୍ଷାରେ ସମାନ ସୁଯୋଗ ଏବଂ ଅବହେଳିତ ବର୍ଗର ବିକାଶ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ସୋସିଆଲଗ୍ରାମ ଫାଉଣ୍ଡେସନ ପକ୍ଷରୁ ଏହାକୁ ଆୟୋଜନ କରାଯାଉଥିବାବେଳେ ଦେଶର ୧୫ ଜଣ ଯୁବ ପ୍ରତିଭାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଏହି ପୁରସ୍କାର ପାଇଁ ସାରା ଭାରତ ବର୍ଷ ରୁ ୨୩୦ ଜଣ ନାମାଙ୍କନ ଗ୍ରହଣ କରାଯାଇଥିଲା। ଯେଉଁଥିରୁ ଯଶୋବନ୍ତଙ୍କୁ ଓଡିଶା ରାଜ୍ୟରୁ ମନୋନୀତ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ରେଗୁଲାର କରାଇଦେବା ନାଁରେ ଚାହୁଁଥିଲେ ଯୌନ ସୁଖ: ରସିକିଆ ସମ୍ପାଦକ ବାବୁଙ୍କ ନାଁରେ ମାମଲା ରୁଜ୍ଜୁ

ଅତାବିରା,୨।୫(ଯୁଧିଷ୍ଠିର ମହାପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ନାଁରେ ଆସିଲା ଯୌନ କେଳେଙ୍କାରୀର ଅଭିଯୋଗ। ବରଗଡ଼ ଜିଲା ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣି ନିଜ…

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା…

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri