୧୭ ବର୍ଷ ନାବାଳକଙ୍କୁ ବିବାହ କରି ଯୁବତୀ ଗିରଫ…

ବେଙ୍ଗାଲୁରୁ,୨୮।୬: ଜଣେ ୧୭ ବର୍ଷ ବୟସ୍କା ନାବାଳକଙ୍କୁ ମନ୍ଦିରରେ ବିବାହ କରିଥିବା ଅଭିଯୋଗ ୨୧ ବର୍ଷ ବୟସ୍କା ଯୁବତୀଙ୍କୁ ଗିରଫ କରାଯାଇଛି। ବେଙ୍ଗାଲୁରୁର ମାଡିକେରିରେ ବିଏସ୍‌ସି ନର୍ସିଂ ପାଠ୍ୟକ୍ରମରେ ଅଧ୍ୟୟନ କରୁଥିବା ଯୁବତୀ ଜଣକ ଚିକ୍କାମାଗାଲୁ ଅଞ୍ଚଳରେ ଥିବା ଅନ୍ତରଘଟ୍ଟାମା ମନ୍ଦିରରେ ଜୁନ୍‌ ୧୬ରେ ଲଭ୍‌ ମ୍ୟାରେଜ୍‌ କରିଥିଲେ। ଫେସ୍‌ବୁକ୍‌ରୁ ଦୁହିଁଙ୍କ ମଧ୍ୟରେ ଚିହ୍ନା ପରିଚୟରୁ ପ୍ରେମ ସମ୍ପର୍କ ସୃଷ୍ଟି ହୋଇଥିଲା। ଏନେଇ ଅଭିଯୋଗ ହେବାପରେ ସମ୍ପୃକ୍ତ ଯୁବତୀଙ୍କୁ ବାଳ ବିବାହ ଆକ୍ଟ ଆଧାରରେ ଗିରଫ କରାଯାଇଥିବା ଚିକ୍କାମାଗାଲୁରୁ ଏସ୍‌ପି ହାକାୟ ଅକ୍ଷୟ ମାଛିନ୍ଦ୍ର ସୂଚନା ଦେଇଛନ୍ତି। ଯୁବତୀ ଜଣକ ନାବାଳକଙ୍କୁ ବିବାହ କରିଥିବା ସମ୍ପର୍କରେ ଜୁନ୍‌ ୨୦ରେ ପ୍ରଚାର ହୋଇଥିଲା। ଉଭୟଙ୍କ ପରିବାର ସଦସ୍ୟଙ୍କ ବିରୋଧ ସତ୍ତ୍ୱେ ଯୁବତୀ ଏଭଳି କରିଥିବା ଅଭିଯୋଗ ହୋଇଛି। ଗାଁ ଲୋକେ ଚାଇଲ୍ଡ୍‌ ହେଲ୍ପ ଲାଇନ୍‌କୁ ଯୋଗାଯୋଗ କରି ଏସମ୍ପର୍କରେ ସୂଚନା ଦିଆଯାଇଥିଲା। ପରେ ଗାଁରେ ପୋଲିସ ପହଞ୍ଚି ଯୁବତୀଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri