ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ

ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍‌ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ କରି କମେଣ୍ଟ ମାରି ଥିଲେ। ଏହି ଘଟଣାକୁ ନେଇ ବଜାରରେ ତୁମୁଳକାଣ୍ଡ ଘଟିଛି।

ସ୍ଥାନୀୟ ଲୋକଙ୍କ ସହାୟତାରେ ଯୁବତୀ ଜଣକ କମେଣ୍ଟ ମାରୁଥିବା ଜଣେ ଯୁବତୀଙ୍କୁ ଧରି ନିସ୍ତୁକ ମାଡ଼ ମାରିଥିଲେ। ଅନ୍ୟପକ୍ଷେ ଅନ୍ୟଜଣେ ଯୁବକ କୌଶଳ କ୍ରମେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲା। ସ୍ଥାନୀୟ ଲୋକେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଜିମା ଦେଇଥିଲେ। ପୋଲିସ ଯୁବକଙ୍କୁ ଥାନାକୁ ନେଇ ଅଧିକ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri