ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ ଯୁବତୀ ଘରେ କେହି ନ ଥିବା ସମୟରେ ଘରର ଶିଡ଼ି ତଳେ ନିଜ ଉପରେ କେରୋସିନି ଢାଳି ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ଘରେ କେହି ଜଣେ ଚିତ୍କାର କରିବା ଶୁଣି ସାହି ପଡ଼ୋଶୀ ପାରଳାଖେମୁଣ୍ଡି ଥାନାକୁ ଖବର ଦେଇଥିଲେ। ଏହା ପରେ ପୋଲିସ ଆସି ଘର ଲୋକଙ୍କୁ ଖବର ଦେଇ ଘରେ ଦେଖିବା ସମୟରେ ଶିଡ଼ି ତଳେ କିରୋସିନିରେ ପୋଡି ହୋଇ ଶୁଭ୍ରଙ୍କ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ ଏହାର ପଛରେ କେଉଁ କାରଣ ରହିଛି ବର୍ତ୍ତମାନ ପୋଲିସ ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍ ଓ କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri