ତୁରନ୍ତ ନ୍ୟାୟ ଦାବିରେ ଥାନାରେ ବିଷ ପିଇଦେଲେ ଯୁବତୀ

ନୟାଗଡ଼,୨୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ପରିସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ତ୍ୱରିତ ନ୍ୟାୟ ପ୍ରଦାନ ଦାବିରେ ଜଣେ ଯୁବତୀ ବିଷ ପିଇ ଦେଇଛନ୍ତି।

ପ୍ରେମ ବ୍ୟାପାରକୁ ନେଇ ପୂର୍ବରୁ ଥାନାରେ ମାମଲା ହୋଇଥିଲା। ଅଭିଯୁକ୍ତ ମଧ୍ୟ ଜେଲ ଯାଇ ଜାମିନରେ ଆସିଥିଲେ। ରବିବାର ପୁଣି ଘଟଣାକୁ ନେଇ ୨ ପରିବାର ମଧ୍ୟରେ ଝଗଡ଼ା ହୋଇଥିଲା। ଏନେଇ ଥାନାରେ ଉଭୟ ପକ୍ଷରୁ ଥାନାରେ ଏତଲା ପରେ ପୋଲିସ ୨ଟି ମାମଲା ରୁଜୁ କରିଥିଲା। ହେଲେ ଯୁବତୀ ଜଣକ ତୁରନ୍ତ ନ୍ୟାୟ ଦାବିରେ ଥାନାରେ ବିଷ ପିଇଦେଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri