ସନ୍ଦେହଜନକ ଭାବେ ଯୁବତୀଙ୍କ ମୃତ୍ୟୁ, ମୃତଦେହ ଜବତ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ଏନ୍‌.ସୁଷମା ରେଡ୍ଡୀ(୧୮)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଏନେଇ ଏତଲା ହେବାପରେ ଦିଗପହଣ୍ଡି ପୋଲିସ ମଙ୍ଗଳବାର ସକାଳେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଯୁବତୀଙ୍କ ମୃତଦେହ ଜବତ କରିଥଲେ। ଥାନାରେ ଅପମୃତ୍ୟୁ ମାମଲା(ନଂ.୧୬/୨୫) ଅନୁଯାୟୀ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୂଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ସୁଷମାଙ୍କ ମା’ ଏନ୍‌. ପାରମା ରେଡ୍ଡୀ, ବାପା ଏନ୍‌.ବିଜୟ ରେଡ୍ଡୀ ଭୁବନେଶ୍ୱରରେ ରହି ଦିନ ମଜୁରିଆ କାମ କରୁଛନ୍ତି। ଘରେ ସୁଷମା ଏବଂ ତାଙ୍କ ଦିବ୍ୟାଙ୍ଗ ଭାଇ ଏନ୍‌. ସାକିଲି ରେଡ୍ଡୀ ରହନ୍ତି। ସୋମବାର ବିଳମ୍ବିତ ରାତିରେ ସୁଷମା ଘରେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ସାହି ପଡୋଶୀ ତାଙ୍କୁ ଚିକିତ୍ସା ନିମନ୍ତେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ସହ ପୋଲିସକୁ ଜଣାଇଥିଲେ। ସକାଳେ ବାସୁଦେବପୁର ଗାଁରେ ରହୁଥିବା ତାଙ୍କ ସମ୍ପର୍କୀୟ ସିମାଞ୍ଚଳ ରେଡ୍ଡୀ ଥାନାରେ ଏତଲା ଦେଇଥିଲେ। କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ସୁଷମା କୌଣସି କୀଟନାଶକ ଖାଇ ଦେଇଥିବାରୁ ତାଙ୍କ ମୃତ୍ୟୁ ଘଟିଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri