୩ ମହଲା ଛାତରୁ ଖସି ପଡ଼ିଲେ, ଗୁରୁତର ଅବସ୍ଥାରେ ଯୁବତୀ…

ଦିଗପହଣ୍ଡି, ୨୪ା୧୦(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡିର ୧୦ ନଂ. ୱାର୍ଡ ଆନନ୍ଦ ନଗରରେ ଜଣେ ଯୁବତୀ ଛାତରୁ ଖସିପଡି ଗୁରୁତର ହୋଇଛନ୍ତି। ସେ ହେଲେ ସାଇନା ପାତ୍ର (୧୮) । ଶୁକ୍ରବାର କୌଣସି କାମରେ ସାଇନା ରହୁଥିବା ଘରର ୩ମହଲା ଛାତକୁ ଯାଇଥିବା ବେଳେ ଅସାବଧାନତାରୁ ତଳକୁ ଖସି ପଡିଥିଲେ। ପରିବାର ଲୋକେ ଓ ସ୍ଥାନୀୟ ବାସିନ୍ଦା ତାଙ୍କୁ ତୁରନ୍ତ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri