୩ ମହଲା ଛାତରୁ ଖସି ପଡ଼ିଲେ, ଗୁରୁତର ଅବସ୍ଥାରେ ଯୁବତୀ…

ଦିଗପହଣ୍ଡି, ୨୪ା୧୦(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡିର ୧୦ ନଂ. ୱାର୍ଡ ଆନନ୍ଦ ନଗରରେ ଜଣେ ଯୁବତୀ ଛାତରୁ ଖସିପଡି ଗୁରୁତର ହୋଇଛନ୍ତି। ସେ ହେଲେ ସାଇନା ପାତ୍ର (୧୮) । ଶୁକ୍ରବାର କୌଣସି କାମରେ ସାଇନା ରହୁଥିବା ଘରର ୩ମହଲା ଛାତକୁ ଯାଇଥିବା ବେଳେ ଅସାବଧାନତାରୁ ତଳକୁ ଖସି ପଡିଥିଲେ। ପରିବାର ଲୋକେ ଓ ସ୍ଥାନୀୟ ବାସିନ୍ଦା ତାଙ୍କୁ ତୁରନ୍ତ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri