ବ୍ରିଜ୍‌ରୁ ନଦୀକୁ ଡେଇଁପଡିଲେ ଯୁବତୀ

କଣିହାଁ,୨୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ବ୍ରାହ୍ମଣୀ ନଦୀରେ ଥିବା ସମଲ ବ୍ୟାରେଜଠାରେ ଶନିବାର ବ୍ରିଜ୍‌ ଉପରୁ ନଦୀକୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ତାଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ଏକ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ତାଳଚେର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

କୌଣସି କାରଣରୁ ଯୁବତୀ ଜଣକ ଘରୁ ଚାଲିଆସି ସମଲ ବ୍ୟାରେଜ ବ୍ରିଜ୍‌ ଉପରୁ ନଦୀର ତଳମୁଣ୍ଡକୁ ଡେଇଁ ପଡିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ତୁରନ୍ତ ତାଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ। ଏପରିକି ବ୍ୟାରେଜ୍‌ର ଗେଟ ବନ୍ଦ କରାଯିବା ପରେ ସ୍ଥାନୀୟ କିଛି ଯୁବକ ଦୁଇ ଘଣ୍ଟାର ପରିଶ୍ରମ ପରେ ତାଙ୍କୁ ଉଦ୍ଧାର କରିଥିଲେ। କେଉଁ କାରଣ ପାଇଁ ଯୁବତୀ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିଲେ ତାହା ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟ ପୂରିଲା, ନିଯୁକ୍ତି ନୋହିଲା

ଅନୁଗୋଳ ଅଫିସ, ୮।୧୧: କଣ୍ଟ ପୂରିଲା। ହେଲେ ମିଳିଲାନି ନିଯୁକ୍ତି। ଏହାର ପ୍ରତିବାଦରେ ନବରତ୍ନ କମ୍ପାନୀ ନାଲ୍‌କୋ ସ୍ପୋନ୍‌ସର୍ଡ ଆଇଟିଆଇ (ଏଲ୍‌ଏପି) କ୍ଷତିଗ୍ରସ୍ତ ପ୍ରଜାସଂଘର ୧୯୮ ସଦସ୍ୟ...

ଛୁଆକୁ ଧରି ଭଂଗା ଘରେ ରହୁଛନ୍‌ ଫୁଲତୁଲି

ଲାଠୋର, ୨୦ା୮(ଡି.ଏନ୍‌.ଏ.): ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ନିଅଁାସି ଗରିବ୍‌ ଦୁଖିକୁ ପକାଘର ଯୁଗେଇ ଦେଉଛନ୍‌। ହେଲେ ସର୍ଭେରେ ଭୁଲଭଟକା, ତଦାରଖ ଅଭାବୁ ଅନେକ...

ସପ୍ତମ ଶ୍ରେଣୀ ଭୂଗୋଳ ପ୍ରଶ୍ନପତ୍ର ଲିକ୍‌ ଘଟଣା: ଲିକ୍‌ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଗୋପ, ୩୧।୧୦(ଡି.ଏନ୍‌.ଏ.)-ଗୋପ ଶିକ୍ଷାବିଭାଗ ଅଞ୍ଚଳରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହୋଇପାରି ନାହିଁ। ଏ ସମ୍ପର୍କରେ ଶିକ୍ଷାବିଭାଗ ଅଧିକାରୀମାନେ ନିରବ...

ଆସୁଛି ଦୁର୍ଗାପୂଜା: ଏଥର ବାଜିବନି ଡିଜେ କି ଫୁଟିବନି ଆତସବାଜି

ଜଗତ୍‌ସିଂହପୁର ଅଫିସ୍‌, ୮ା୯: ଅକ୍ଟୋବର ୨ରୁ ୭ ତାରିଖ ପର୍ଯ୍ୟନ୍ତ ଦୁର୍ଗାପୂଜା। ଜଗତ୍‌ସିଂହପୁର ପୌରାଞ୍ଚଳରେ ଏହି ଉତ୍ସବ ଧୁମ୍‌ଧାମ୍‌ରେ ପାଳନ ହେବ। ତେଣୁ ଆଗାମୀ ଦଶହରା...

ପୋଲିସ ଅବହେଳା ନେଲା ଜୀବନ: ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର

ବାରିପଦା ଅଫିସ/ରାଇରଙ୍ଗପୁର,୨ା୧୨(ଡି.ଏନ୍‌.ଏ.)- ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସ ଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ମୟୂରଭଞ୍ଜ ଜିଲାରେ ଆଲୋଡ଼ନ...

ଓଭରଟେକ୍‌ କରିବା ବେଳେ ଓଲଟିଲା ‘ଅଭିରାଜ’ ବସ୍‌: ହେଲ୍‌ପର ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

କୁଆଁରମୁଣ୍ଡା,୩।୩(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ୧୪୩ ନଂ ଜାତୀୟ ରାଜପଥର ଲାସେ ଗଡାଣି ନିକଟରେ ମଙ୍ଗଳବାର ଅପରାହ୍ନ ୩ଟା ୩୫ ରେ ‘ଅଭିରାଜ’ ନାମକ...

ହେଲ୍‌ପରଙ୍କ ହାତ କାଟି ଦିଆଯାଇଥିବା ଅଭିଯୋଗ: ନ୍ୟାୟ, ଚିକିତ୍ସା ସହାୟତା ମାଗିଲେ ପରିବାର

କଣିହାଁ,୬।୧୧(ଡି.ଏନ.ଏ.)-ଏକ ଗାଡ଼ିରେ ହେଲପର ଥିବା କଣିହାଁ ବ୍ଲକ ଦଲକ ପଞ୍ଚାୟତ କଣ୍ଟାପାଳ ଗ୍ରାମର କୃଷ୍ଣ ନାଏକଙ୍କ ଡାହାଣ ହାତକୁ କାଟି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ...

ଖେଳନା ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ : ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଲେ ଲୋକେ

ଯୋଡ଼ା,୩୧।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀପଡ଼ିଆଠାରେ ଖେଳନା ବନ୍ଧୁକ ଦେଖାଇ ଟ୍ରକ ଡ୍ରାଇଭରଙ୍କଠାରୁ ଲୁଟ୍‌ ଉଦ୍ୟମ କରି ଜଣେ ଯୁବକ ଗିରଫ ହୋଇଥିବା ଜଣାପଡ଼ିଛି।...

Advertisement
Archives

Model This Week