କାନ୍ଦି କାନ୍ଦି ଟ୍ରେନ୍‌ ଆଗକୁ ଡେଇଁପଡ଼ିଲେ ଯୁବତୀ

ରେଢାଖୋଲ,୧୩।୧୧(ଡି.ଏନ୍‌.ଏ.): ରେଢାଖୋଲ ରେଳ ଷ୍ଟେଶନ ନିକଟରେ ଶନିବାର ଜଣେ ଯୁବତୀ ଏକ ମାଲବାହୀ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ରେଳବାଇ ପୋଲିସ ଯୁବତୀଙ୍କ ମୃତଦେହ ଜବତ କରି ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ମୃତ ଯୁବତୀ ଜଣକ ହେଲେ ଚାରମାଳ ଥାନା ଗଡଗଡବାହାଳ ପଞ୍ଚାୟତ କର୍ଡାପାଳ ଗ୍ରାମର ଉମାକାନ୍ତ ଧଳଙ୍କ ଝିଅ ରଞ୍ଜିତା (୨୫)।

ପୋଲିସ ସୂଚନା ମୁତାବକ, ଯୁବତୀ ଜଣକ ଷ୍ଟେଶନ ନିକଟରେ ମୋବାଇଲ ଫୋନରେ କଥା ହୋଇ କାନ୍ଦୁଥିଲେ। ସେତିକିବେଳେ ଏକ ମାଲବାହୀ ଟ୍ରେନ ଷ୍ଟେଶନ ଅତିକ୍ରମ କରୁଥିଲା। ହେଲେ ହଠାତ୍‌ ଯୁବତୀ ଜଣକ ଟ୍ରେନ ଆଗକୁ ଡେଇଁପଡିଥିଲେ। କେଉଁ କାରଣରୁ ଯୁବତୀ ଜଣକ ଷ୍ଟେଶନକୁ ଆସିଥିଲେ ଓ କାହିଁକି ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା ଥିଲେ ତାହା ଜଣାପଡିନାହିଁ। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri