କାନ୍ଦି କାନ୍ଦି ଟ୍ରେନ୍‌ ଆଗକୁ ଡେଇଁପଡ଼ିଲେ ଯୁବତୀ

ରେଢାଖୋଲ,୧୩।୧୧(ଡି.ଏନ୍‌.ଏ.): ରେଢାଖୋଲ ରେଳ ଷ୍ଟେଶନ ନିକଟରେ ଶନିବାର ଜଣେ ଯୁବତୀ ଏକ ମାଲବାହୀ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ରେଳବାଇ ପୋଲିସ ଯୁବତୀଙ୍କ ମୃତଦେହ ଜବତ କରି ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ମୃତ ଯୁବତୀ ଜଣକ ହେଲେ ଚାରମାଳ ଥାନା ଗଡଗଡବାହାଳ ପଞ୍ଚାୟତ କର୍ଡାପାଳ ଗ୍ରାମର ଉମାକାନ୍ତ ଧଳଙ୍କ ଝିଅ ରଞ୍ଜିତା (୨୫)।

ପୋଲିସ ସୂଚନା ମୁତାବକ, ଯୁବତୀ ଜଣକ ଷ୍ଟେଶନ ନିକଟରେ ମୋବାଇଲ ଫୋନରେ କଥା ହୋଇ କାନ୍ଦୁଥିଲେ। ସେତିକିବେଳେ ଏକ ମାଲବାହୀ ଟ୍ରେନ ଷ୍ଟେଶନ ଅତିକ୍ରମ କରୁଥିଲା। ହେଲେ ହଠାତ୍‌ ଯୁବତୀ ଜଣକ ଟ୍ରେନ ଆଗକୁ ଡେଇଁପଡିଥିଲେ। କେଉଁ କାରଣରୁ ଯୁବତୀ ଜଣକ ଷ୍ଟେଶନକୁ ଆସିଥିଲେ ଓ କାହିଁକି ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା ଥିଲେ ତାହା ଜଣାପଡିନାହିଁ। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସମ୍ପର୍କିତ ବୈଠକ ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ବୈଠକ ବାତିଲ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ବଢ଼ିଛି କରୋନା କଟକଣା। ଆଗାମୀ ଦିନରେ ସରକାରୀ କାର୍ଯ୍ୟାଳୟରେ କରୋନା ସମ୍ପର୍କିତ ବୈଠକ ବ୍ୟତୀତ ଅନ୍ୟ କୌଣସି ସଭା, ସମିତି ହେବ ନାହିଁ। ସେହିଭଳି...

ମୋ ସରକାର ଟିମ୍‌ର ପ୍ରଥମ ଗସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୋରାପୁଟରେ ହେବ କମ୍ପୋଜିଟ୍‌ ହସ୍ପିଟାଲ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାର ସଦର ମହକୁମା ଚିକିତ୍ସାଳୟ ଏବଂ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ୪ଟି ରୋଗୀ କଲ୍ୟାଣ...

ଦାଣ୍ଡରେ ବିତୁଛି ପ୍ରତିଷ୍ଠିତ ମିଲ୍‌ ମାଲିକଙ୍କ ଜୀବନ

ଜୟପୁର,୧୮।୩(ନି.ପ୍ର.) – ଜୀବନରେ ଅଭାବ କ’ଣ ଜଣା ନ ଥିଲା। ପାଖରେ ଥିଲା ୨୫ ଏକର ଚାଷଜମି, ଜାତୀୟ ରାଜପଥ କଡ଼ରେ ଅନେକ ଦୋକାନଘର ସାଙ୍ଗକୁ...

ପଡ଼ିଆ ବ୍ଲକ୍‌ ଅଞ୍ଚଳରେ ମାତିଲେଣି ପଙ୍ଗପାଳ  

ପଡ଼ିଆ,୧ା୬ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ପଡ଼ିଆ ବ୍ଲକ ଅଞ୍ଚଳରେ ପଙ୍ଗପାଳଙ୍କ ଉତ୍ପାତ ଦେଖିବାକୁ ମିଳିଛି। ପଙ୍ଗପାଳକୁ ନେଇ ସରକାର ଚାଷୀଙ୍କୁ ସତର୍କ ରହିବା ପାଇଁ କହିଥିବା...

୧ରୁ ପୂର୍ବାହ୍ନ ୯ରୁ ସନ୍ଧ୍ୟା ୫ ଯାଏ କ୍ୟାପିଟାଲ ହସ୍ପିଟାଲ ଓପିଡି ଖୋଲା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡି) ସମୟ ପରିବର୍ତ୍ତନ ହୋଇଛି। ଡିସେମ୍ବର ୧ରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା...

ହାତୀ ମୃତ୍ୟୁ ରୋକିବ ସୌର ତାରବାଡ଼

    ଯୋଡ଼ା,୯।୧୦(ଡି.ଏନ୍‌.ଏ.):କେନ୍ଦୁଝର ବନଖଣ୍ଡର ଚମ୍ପୁଆ ରେଞ୍ଜ ଅଧୀନ ତଥା ଯୋଡ଼ା ବନପାଳ ଅନ୍ତର୍ଗତ ଯୁରୁଡ଼ି କ୍ରେଚ୍‌ ହଟିଂ ରେଲ୍‌ୱେ କ୍ରସିଂ ନିକଟରେ ହାତୀଙ୍କୁ ସୁରକ୍ଷା...

ଚିତ୍ରକୋଣ୍ଡାରେ କୁଆପଥର ବର୍ଷା

ଚିତ୍ରକୋଣ୍ଡା,୧୬ା୩(ଡି.ଏନ୍‌.ଏ.): ଚୈତ୍ର ଆରମ୍ଭରୁ ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ କିଛି ଦିନ ଧରି ଖରାର ପ୍ରକୋପ ଦେଖିବାକୁ ମିଳିଥିବା ବେଳେ ଗୁରୁବାର  ଅଦିନିଆ ବର୍ଷା ସହ କୁଆପଥର...

ମହୁମାଛି ଆକ୍ରମଣରେ ୩୦ ଗୁରୁତର

ବଇଣ୍ଡା,୧୩।୧୦(ଡି.ଏନ.ଏ.): କିଶୋରନଗର ବ୍ଲକ ନାକିଚି ପଞ୍ଚାୟତ ବଡ଼ଡଙ୍ଗିଆଣୀ ଗ୍ରାମରେ ରବିବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ବଡ଼ଡଙ୍ଗିଆଣୀ ଗ୍ରାମର ଦୁଃଶନ୍ତ ସାହୁ, ଗୁଦୁ ସାହୁ, ମହେଶ୍ୱର ସାହୁ,...

Advertisement
Archives

Model This Week