ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି। ତାଙ୍କ ସ୍ବାମୀ ହେଉଛନ୍ତି ମୁକେଶ ଛତ୍ରପାଲ। ସେ ମହତାବ ନଗର ବୁର୍ଲାରେ ରୁହନ୍ତି। ହେଲେ ସେ କାହିଁକି ଅତ୍ମହତ୍ୟା କଲେ ତାର କାରଣ ଜଣାପଡ଼ିନାହିଁ।
ମିଳିଥିବା ସୂଚନା ଅନୁସାରେ, ବୁଧବାର ପୂର୍ବାହ୍ନ ୧୧ଟା ସମୟରେ ବୁର୍ଲାରୁ ସମ୍ବଲପୁର ଯିବା ବାଟରେ ଜାତୀୟ ରାଜପଥ ବାମପାର୍ଶସ୍ଥ ମହାନଦୀ ପୋଲିସ ଉପରୁ ମହାନଦୀକୁ ଡେଇଁବା ସମୟରେ କିଛି ପଥଚାରୀ ତାଙ୍କୁ ଅଟକାଇବାକୁ ଚେଷ୍ଟାକରି ବିଫଳ ହୋଇଥିଲେ। ଯୁବତୀ ଜଣଙ୍କ ମହାନଦୀ ପୋଲର ବାଡ଼ ଉପରେ କିଛି ସମୟ ଛିଡ଼ା ହାଇ ରହିବା ପରେ ମହାନଦୀକୁ ପଡ଼ିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ଲୋକଙ୍କଠାରୁ ଖବରପାଇ ବୁର୍ଲାଥାନା ପୋଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ପରେ ବୁର୍ଲାଥାନାରେ ଏକ ମାମଲା ରୁଜୁ କରି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

 

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri