ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ

ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ l ଗୋବିନ୍ଦପୁର ଗ୍ରାମର ସୁଦାମ ମିଶ୍ରଙ୍କ ଝିଅ ମଧୁସ୍ମିତା ମିଶ୍ର ଗୁରୁବାର ସକାଳେ ଗାଁ ନିକଟରେ ଥିବା ଗୋବିନ୍ଦପୁର ସେତୁ ଉପରୁ ଖରସ୍ରୋତା ନଦୀକୁ ଡେଇଁ ପଡିଥିଲେ। ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚିଥିବା ଜଣାପଡିଛି l ନଦୀରେ ପ୍ରବଳ ବନ୍ୟା ସ୍ରୋତ ଥିବାରୁ ଯୁବତୀ ଜଣକ ଭାସି ଯାଇଛନ୍ତି l ଯୁବତୀ ଡେଇଁ ପଡିବା କାରଣ ସ୍ପଷ୍ଟ ଜଣାପଡିନି l ଗୋବିନ୍ଦପୁର ସେତୁ ଉପରେ ସ୍ଥାନୀୟ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri