Posted inଜାତୀୟ

ନୂଆବର୍ଷ ପାର୍ଟିରେ ଯୁବତୀଙ୍କୁ ହତ୍ୟା

ମୁମ୍ବାଇ, ୩ା୧: ନୂଆବର୍ଷ ପାର୍ଟି ଚାଲିଥିବାବେଳେ ମୁମ୍ବାଇରେ ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ସାଙ୍ଗମାନେ ହତ୍ୟା କରିଛନ୍ତି। ଘଟଣା ମୁତାବକ, ଖାର ଅଞ୍ଚଳରେ ଜାହ୍ନବୀ କୁକରେନା ସାଙ୍ଗମାନଙ୍କ ସହ ଏକ ବିଲ୍ଡିଂ ଛାତ ଉପରେ ପାର୍ଟି କରୁଥିଲେ। ସେହି ସମୟରେ ତାଙ୍କ ଦୁଇ ବନ୍ଧୁଙ୍କୁ ସେ ଆପତ୍ତିଜନକ ଅବସ୍ଥାରେ ଦେଖଦେଇଥିଲେ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ଉତ୍ତ୍ୟକ୍ତ ହୋଇ ଉଭୟେ ଜାହ୍ନବୀଙ୍କ ମୁଣ୍ଡକୁ ରଡ୍‌ରେ ପିଟି ଦେଇଥିଲେ। ଉଭୟଙ୍କୁ ପୋଲିସ ଗିରଫ କରିଛି। କଟକଣା ସତ୍ତ୍ୱେ ସେମାନେ କିପରି ଏହି ପାର୍ଟି ଆୟୋଜନ କରିଥିଲେ ତାହାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମ୍‌କୋର୍ଟରେ କେବଳ ଇଂଲିଶ୍‌ର ବ୍ୟବହାର କାହିଁକି, ଲୋକ ସଭାରେ ପ୍ରଶ୍ନ…

ନୂଆଦିଲ୍ଲୀ ,୧।୧୨: ସୁପ୍ରିମ୍‌କୋର୍ଟରେ କେବଳ ଇଂଲିଶ୍‌ର ବ୍ୟବହାର କାହିଁକି ବୋଲି ଲୋକ ସଭାରେ ବୁଧବାର ପ୍ରଶ୍ନ ଉଠିଛି। ଶୂନ୍ୟକାଳରେ ଉତ୍ତରପ୍ରଦେଶ କାନପୁର ଲୋକ ସଭା ଆସନର...

ଅଧା ବାଟରେ ଅଟକିଲା ରୋପଓ୍ବେ: ମଝି ଆକାଶରେ ଝୁଲିଲେ ପର୍ଯ୍ୟଟକ

ଶିମଲା,୨୦।୬: ମଝି ଆକାଶରେ ରୋପଓ୍ବେ ବନ୍ଦ ହୋଇଯିବା ଘଟଣା ପୁଣି ସାମ୍ନାକୁ ଆସିଛି। ବାରମ୍ବାର ଏଭଳି ଘଟଣା ଘଟିବା ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଛି।...

ନଭେମ୍ବର ୨୯ ପୂର୍ବରୁ ଉପନିର୍ବାଚନ

ଭୁବନେଶ୍ୱର/ନୂଆଦିଲ୍ଲୀ, ୫।୯(ବ୍ୟୁରୋ): ଆସନ୍ତା ନଭେମ୍ବର ୨୯ ତାରିଖ ପୂର୍ବରୁ ଓଡିଶାରେ ଖାଲି ରହିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ...

ମହିଳା ଆଇଏସ୍‌ଆଇ ଏଜେଣ୍ଟଙ୍କୁ ତଥ୍ୟ ଦେଇ ୨ ଯବାନ ଗିରଫ

ନୂଆଦିଲ୍ଲୀ,୭ା୧୧(ଆଇଏଏନ୍‌ଏସ୍‌): ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ଜଣେ ମହିଳା ଏଜେଣ୍ଟଙ୍କୁ ଗୁରୁତ୍ୱପୂର୍ଣ୍ଣ ଗୋପନ ତଥ୍ୟ ଦେବା ଅଭିଯୋଗରେ ୨ ଯବାନଙ୍କୁ ଗିରଫ କରାଯାଇଛି। ଲାନ୍ସ ନାଏକ...

ଭାରତ, ବ୍ରିଟେନ୍‌ ଷ୍ଟ୍ରେନ୍‌କୁ ରୋକିବାରେ ସକ୍ଷମ କୋଭାକ୍ସିନ୍‌ ଟିକା

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ କରୋନା ଏକପ୍ରକାର ଆତଙ୍କ ଖେଳାଇ ଦେଇଛି। ଏବେ ଲୋକଙ୍କ ମଧ୍ୟରେ ଏକମାତ୍ର ଆଶା ହେଉଛି ଟିକା। ତେବେ କରୋନାର ବଦଳୁଥିବା ରୂପକୁ...

‘ସଙ୍କଟ ଆଗରେ ମୁଣ୍ଡ ନୁଆଁଇବନି ଭାରତ’

କରୋନା ସଂକ୍ରମଣକୁ ନେଇ ଦେଶ ଏବେ ସଙ୍କଟମୟ ପରିସ୍ଥିତି ଦେଇ ଗତି କରୁଛି। ତେବେ ଏହାକୁ ନେଇ ଭୟ କରିବାର କିଛି କାରଣ ନାହିଁ। ସଙ୍କଟ...

ଦେଶରେ କରୋନା ସଂକ୍ରମଣ ପୁଣି ବଢୁଛି

ନୂଆଦିଲ୍ଲୀ,୬।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ଶୁକ୍ରବାର ତାହା...

ମୃତ୍ୟୁ ଘଟିଥିବା ନିର୍ବାଚନ କର୍ମଚାରୀଙ୍କ ପରିବାରକୁ ମିଳୁ କୋଟିଏ ଟଙ୍କାର ସହାୟତା: ହାଇକୋର୍ଟ …

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ନିଯୁକ୍ତ ହୋଇଥିବା କେତେକଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବା ନେଇ ଆହ୍ଲାବାଦ୍‌...

Advertisement
Archives

Model This Week