ମେଟ୍ରୋ ଟ୍ରେନ୍‌ରୁ ଆହତ ଅବସ୍ଥାରେ ଉଦ୍ଧାର ଯୁବତୀଙ୍କ ମୃତ୍ୟୁ, ପିନ୍ଧି ନ ଥିଲେ ହିଜାବ

ତେହରାନ,୨୮ା୧୦: ଇରାନର ରାଜଧାନୀ ତେହରାନରେ ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କରୁଥିବା ସମୟରେ ସନ୍ଦେହଜନକ ଅବସ୍ଥାରେ ଆହତ ହୋଇଥିବା ଯୁବତୀ ଅରମିତା ଗେରାବନ୍ଦଙ୍କର ମୃତ୍ୟୁ ଘଟିଛି। ସେ ବିନା ହିଜାବରେ ମେଟ୍ରୋରେ ଯାତ୍ରା କରୁଥିଲେ। ଅରମିତା କିଛି ସପ୍ତାହ ହେଲା କୋମାରେ ଥିବା ବେଳେ ଶନିବାର ତାଙ୍କର ମୃତ୍ୟୁ ଘଟିଛି।

ଏହାକୁ ନେଇ ଦେଶରେ ପୁଣିଥରେ ବିରୋଧ ପ୍ରଦର୍ଶନ ହେବାର ଆଶଙ୍କା ରହିଛି। ହିଜାବ ବିନା ଧରାଯାଇଥିବା ୨୨ ବର୍ଷୀୟ ମହସା ଆମିନୀଙ୍କ ପୋଲିସ ହେପାଜତରେ ମୃତ୍ୟୁର ଏକ ବର୍ଷ ପରେ ଏହି ଘଟଣା ଘଟିଛି। ଏହି ଘଟଣା ପରେ ଦେଶବ୍ୟାପୀ ହିଂସାତ୍ମକ ବିରୋଧ ପ୍ରଦର୍ଶନ କରାଯାଇଥିଲା।

ଅକ୍ଟୋବର ୧ରେ ମେଟ୍ରୋ ଟ୍ରେନ୍‌ରେ ଅରମିତାଙ୍କ ସହ କ’ଣ ଘଟିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତାଙ୍କର ଜଣେ ବନ୍ଧୁ କହିଛନ୍ତି, ତାଙ୍କ ମୁଣ୍ଡ ପ୍ଲାଟଫର୍ମରେ ପିଟି ହୋଇଯାଇଥିଲା। ତେବେ ମାନବାଧିକାର କର୍ମୀମାନେ ତାଙ୍କୁ ହିଜାବ ନ ପିନ୍ଧି ଠେଲି ଦିଆଯାଇଥିବା ଅଭିଯୋଗ କରିଛନ୍ତି। ମିଳିତ ଜାତିସଂଘରୁ ନିରପେକ୍ଷ ତଦନ୍ତ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri