ରାଜଧାନୀରେ ଚାଞ୍ଚଲ୍ୟ ବାହାରେ ତାଲା, ଭିତରେ ଯୁବତୀଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୯।୭: ରାଜଧାନୀରେ ଏକ ଭଡ଼ା ଘରୁ ସନ୍ଦେହଜନକ ଭାବେ ଯୁବତୀଙ୍କୁ ଝୁଲନ୍ତା ମୃତଦେହ ଜବତ ହୋଇଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେସିଆଣି ନିକଟ ଶ୍ରୀରାମନଗର ବସ୍ତି ଅଞ୍ଚଳରେ ଏଭଳି ଘଟଣା ଘଟିଛି। ମୃତ ଯୁବତୀଙ୍କ ନା କଶିସ ଓ ଘର ଉତ୍ତରପ୍ରଦେଶ ବୋଲି ଜଣାପଡ଼ିଛି।
ସେଠାରେ ରହୁଥିବା ଲୋକଙ୍କ କହିବା ଅନୁସାରେ, ଉକ୍ତ ଯୁବତୀଙ୍କୁ ଘରୋଇ କେୟାର ଟେକର ଭାବେ ରଖିଥିଲେ । ସୋମବାର ସନ୍ଧ୍ୟାରେ କୌଣସି କାମରେ ପରିବାର ଲୋକ ବାହାରକୁ ଯାଇଥିବା ବେଳେ ଯୁବତୀ ଜଣକ ବେକରେ ଦଉଡି ଦେଇ ଫ୍ୟାନରେ ଝୁଲି ପଡ଼ିଥିଲେ । ଘର ବାହାର ପଟୁ ତାଲା ପଡ଼ିଥିବା ବେଳେ ଭିତରେ ମୃତ ଦେହ ଥିବା ଦେଖି ପଡ଼ୋଶୀ  ପୋଲିସକୁ ଖବର ଦେଇଥିଲେ ।ପରେ ମଞ୍ଚେଶ୍ୱର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Enter your email to get our daily news in your inbox.

All Right Reserved By Dharitri.Com

ବାଚସ୍ପତିଙ୍କ ମାଇକ୍‌ ଭାଙ୍ଗିଲେ ବିଜେଡି ବିଧାୟକ, ପୋଡ଼ିୟମ ଉପରକୁ ଚଢ଼ି କଲେ…

  ଭୁବନେଶ୍ୱର,୨୩।୭: ପ୍ରଥମ ଥର ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାରର ପ୍ରଥମ ଅଧିବେଶନର ଆଜି ହେଉଛି ଦ୍ୱିତୀୟ ଦିନ। ଗୃହ ଆରମ୍ଭରୁ ବିଧାନସଭାରେ ବିରୋଧିଙ୍କ...

କିଏ ହେବେ ପିସିସି ସଭାପତି, ସୋଫିଆ କଲେ କ୍ଲିଅର

ଭୁବନେଶ୍ୱର,୨୩।୭: ଭଙ୍ଗ ହୋଇଛି କଂଗ୍ରେସ ପ୍ରଦେଶ କମିଟି। ଏନେଇ ରବିବାର ଏଆଇସିସି ଏକ ବିଜ୍ଞପ୍ତି ଜାରି କରିଛି। ତେବେ ୩ଥରର ବିଧାୟକ ରାମଚନ୍ଦ୍ର କାଡାମଙ୍କୁ କଂଗ୍ରେସ...

ରାଜ୍ୟ ସଭାରେ ଗର୍ଜିଲା ବିଜେଡି, ଚିନ୍ତାରେ ଭାଜପା

ନୂଆଦିଲ୍ଲୀ,୨୩।୭: ବଜେଟରେ ଓଡ଼ିଶାକୁ ଅବହେଳା କରାଯିବାକୁ ନେଇ କକ୍ଷତ୍ୟାଗ କରିଛି ବିଜେଡି।ଏଥିସହ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ନ ମିଳିବାରୁ ମଧ୍ୟ ଅସନ୍ତୋଷ ପ୍ରକାଶ କରି କକ୍ଷତ୍ୟାଗ...

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୨୩।୭: ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଉତ୍ତର ଓଡ଼ିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା...

ପାରିବାରିକ ମାମଲା: ଅଡୁଆରେ ଅନୁଭବ

ଭୁବନେଶ୍ୱର,୨୩।୭: ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉ ନଥିବା ବେଳେ ମଙ୍ଗଳବାର ଅନୁଭବଙ୍କୁ ଜେରା କରାଯାଇଛି। ଅଗଷ୍ଟ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି...

ଆର୍‌ ସନ୍ଥଗୋପାଳନ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ

ଭୁବନେଶ୍ୱର,୨୩।୭: ରାଜ୍ୟର ନୂଆ ସିଇଓ ହେଲେ ଆଇଏଏସ ଅଫିସର ଆର୍‌ ସନ୍ଥଗୋପାଳନ । ୨୦୦୧ ବ୍ୟାଚର ଏହି ଆଇଏଏସ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିଶନର...

ଉପବାଚସ୍ପତିଙ୍କ ନାଁ ଘୋଷଣା କଲା ଭାଜପା

ଭୁବନେଶ୍ୱର,୨୩।୭: ଉପବାଚସ୍ପତି ପଦ ପାଇଁ ମଙ୍ଗଳବାର ନାଁ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ହେବେ...

ଗର୍ଭବତୀ ମହିଳାଙ୍କୁ ନଦୀପାର କରାଇଲେ ସିଆର୍‌ପିଏଫ ଯବାନ

ମାଲକାନଗିରି,୨୩।୭: ମହାନତା ଦେଖାଇଛନ୍ତି ସିଆର୍‌ପିଏଫ ଯବାନ। ନିଜ ଜୀବନକୁ ବାଜି ଲଗାଇ ଜଣେ ଗର୍ଭବତୀ ମହିଳାଙ୍କୁ ନଦୀପାର କରାଇ ହସ୍ପିଟାଲ ପଠାଇଛନ୍ତି। ଏଭଳି ଏକ ଘଟଣା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri