ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି।
ସୂଚନା ଅନୁଯାୟୀ, ପଣସପଡ଼ିଠାରେ ଏକ ଭଡା ଘରେ ଈପସିତା ପଟ୍ଟନାୟକ (୨୪) ନିଜ ପରିବାର ସହିତ ରହୁଥିଲେ। ହଠାତ ଘର ଲୋକେ ଈପସିତାଙ୍କ ମୃତଶରୀର ବାଥ୍‌ରୁମ୍‌ରେ ଦେଖିବା ପରେ ସଙ୍ଗେ ସଙ୍ଗେ ବାଲିଗୁଡା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବାଲିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଶରୀରକୁ ଜବତ କରି ବ୍ୟବଚ୍ଛେଦ କରିବା ନିମନ୍ତେ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଏହି ଘଟଣାକୁ ନେଇ ସନ୍ଦେହ ବଢୁଛି। ଏ ନେଇ ବାଲିଗୁଡା ପୋଲିସ ପକ୍ଷରୁ ଏକ ମାମଲା କେଶ ନଂ. ୨୧/୨୪ ପ୍ରକାରେ ରୁଜୁ କରି ତଦନ୍ତ ଜାରି ରଖିଥିବା ବିଷୟ ବାଲିଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri