ବଡ଼ଭାଇଙ୍କୁ କାଠ ଫାଳିଆରେ ମାରି ବନ୍ଧାହେଲେ ସାନ ଭାଇ

ହିଞ୍ଜିଳିକାଟୁ,୨୨।୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତଳ ଗ୍ରାମରେ ପାରିବାରିକ କଳହ ଏବଂ ଶତ୍ରୁତାକୁ କେନ୍ଦ୍ର କରି ସାନ ଭାଇର କାଠ ଫାଳିଆ ମାଡ଼ରେ ବଡଭାଇ ଗୁରୁତର ଆହତ ହୋଇଛନ୍ତି। ପିତଳ ବଜାର ସାହି ଛକରେ ବଡ ଭାଇ ରବିନ୍ଦ୍ର ସେଠି ବସିଥିବା ବେଳେ ସାନଭାଇ କୈଳାସ ସେଠି ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଗାଳିଗୁଲଜ କରିଥିଲେ। ପରେ କୈଳାସ ଏକ କାଠ ଫାଳିଆରେ ବଡଭାଇ ରବିନ୍ଦ୍ରଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଆକ୍ରମଣରେ ସେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ଘଟଣା ନେଇ ରବିନ୍ଦ୍ର ହିଞ୍ଜିଳି ଥାନାରେ ଏକ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ହିଞ୍ଜିଳି ଥାନା ପୋଲିସ ଏକ ମାମଲା(ନଂ.୬୨/୨୪) ଘଟଣାର ତଦନ୍ତ ଆରମ୍ଭ କରିଥିଲା। ସୋମବାର ପୋଲିସ ପିତଳ ଗ୍ରାମରେ ପହଞ୍ଚି ଆକ୍ରମଣକାରୀ କୈଳାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri