ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ ବଡ଼ ଭାଇଙ୍କ ଟାଙ୍ଗିଆରେ ଚାଲିଗଲା ସାନ ଭାଇର ଜୀବନ। ସୂଚନା ପ୍ରକାରେ କଦମ ପଦର ଗ୍ରାମର ମୁଦୁ ପାତ୍ର ଏବଂ ଗାଉଁଟିଆ ପାତ୍ର ଦୁଇଭାଇଙ୍କ ମଧ୍ୟରେ ଦୀର୍ଘ ଦିନରୁ ଜମିଜମାକୁ ନେଇ ବିବାଦ ଚାଲି ଆସିଥିଲା । ହଠାତ୍‌ ଏହି ବିବାଦ ଉଗ୍ରରୂପ ନେଇଥିଲା ଏବଂ ଶେଷରେ ବଡ ଭାଇ ଗାଉଁଟିଆ ପାତ୍ର (୭୨)ଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ମୁଦୁ ପାତ୍ର (୬୨)ଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ତୁମୁଡିବନ୍ଧ ପୋଲିସ ପହଞ୍ଚି ଅଭିଯୁକ୍ତ ଗାଉଁଟିଆ ପାତ୍ରଙ୍କୁ ଗିରଫ କରିବା ସହ ପୋଲିସ ୭୩/୨୬ରେ ଏକ ହତ୍ୟା ମାମଲା ରୁଜୁ କରି ମୁଦୁ ପାତ୍ରଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ଦେଇଥିବା ତଦନ୍ତକରି ଅଧିକାରୀ ତୁମୁଡିବନ୍ଧ ଥାନା ଅଧିକାରୀ ଶୁଭ୍ରଜିତ ସାମନ୍ତରାୟ ସୂଚନା ଦେଇଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri