ବଲିଉଡ୍‌ର ଏହି ଅଭିନେତ୍ରୀ ଭାଗଲପୁର କଂଗ୍ରେସ ବିଧାୟନଙ୍କ ଝିଅ; ପିଲାଦିନେ ଥିଲା ଏଭଳି ଜଟିଳ ରୋଗ

ବମ୍ବେ: ୟଙ୍ଗିସ୍ତାନ, ମୁବାରକା, ତୁମ ବିନ୍‌-୨ ଭଳି ଫିଲ୍ମରେ ନିଜର ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ନେହା ଶର୍ମାଙ୍କ ଆଜି ଜନ୍ମଦିନ। ୧୯୮୭ ମସିହା ନଭେମ୍ବର ୨୧ରେ ବିହାରର ଭାଗଲପୁରରେ ଜନ୍ମଗ୍ରହଣ କରିଥିଲେ ନେହା। ରାଜନୈତିକ ପରିବାରର ହୋଇଥିବା ସତ୍ତ୍ୱେ ଅଭିନୟକୁ କ୍ୟାରିୟର ରୂପେ ବାଛିବା ନେହାଙ୍କ ପାଇଁ ସହଜ ନ ଥିଲା।

ପିଲାଦିନେ ରୋଗଗ୍ରସ୍ତ ରହୁଥିବାରୁ ବହୁତ ଦୁର୍ବଳ ଥିଲେ ନେହା। ଆସ୍ଥମାରେ ପୀଡ଼ିତ ଥିବା ଯୋଗୁ ତାଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଗଲେଣି। ତେବେ ନେହା ୨୦୦୭ରେ ତେଲୁଗୁ ଫିଲ୍ମ ‘ଚିରୁତା’ରୁ ନିଜର ଡେବ୍ୟୁ କରିଥିଲେ। ପରେ ବଲିଉଡ୍‌ ଫିଲ୍ମ ‘କ୍ରୁକ୍‌’ରେ ସେ ପ୍ରଥମେ ଅଭିନୟ କରିଥିଲେ। ଏହାପରେ କ୍ୟା ସୁପରକୁଲ ହୈ ହମ୍‌, ଜୟନ୍ତିଭାଇ କି ଲଭଷ୍ଟୋରୀ, ୟମଲା ପଗଲା ଦିଓ୍ବାନା ୨, ୟଙ୍ଗିସ୍ତାନ ଏବଂ ତୁମ ବିନ୍‌ ଭଳି ଫିଲ୍ମରେ ସେ କାମ କରି ବାହାବା ସାଉଁଟିଥିଲେ।

ନେହାଙ୍କ ପରିବାରକୁ ଦେଖିଲେ ତାଙ୍କ ବାପା ଭାଗଲପୁର ବିଧାୟକ ଅଛନ୍ତି। ତାଙ୍କ ପାଇଁ ନିର୍ବାଚନରେ ପ୍ରଚାର କରିଥିଲେ ନେହା। ଏହାଛଡ଼ା ଭଉଣୀ ଆୟେଶା ମଧ୍ୟ ଫିଲ୍ମରେ କାମ କରିସାରିଛନ୍ତି। ଜନ୍‌ ଆବ୍ରାହମ୍‌ଙ୍କ ଫିଲ୍ମ ସତ୍ୟମେବ ଜୟତେରେ ସେ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri