ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ଯୁବକ

ଛତ୍ରପୁର,୧୪ା୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ରେଳ ଷ୍ଟେଶନ ନିକଟରେ ଚଳନ୍ତା ଏକ୍ସପ୍ରେସ ଟ୍ରେନ୍‌ରୁ ଖସି ପଡ଼ି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ ହେଲେ ଯାଜପୁରରୋଡ୍‌ ଅଞ୍ଚଳର ଶ୍ରୀନିବାସ ଖଡ଼ଙ୍ଗା। ସେ ସାଲିମାରଠାରୁ ଭାସ୍କୋଡଗାମା ଅଭିମୁଖେ ଯାଉଥିବା ଅମରାବତୀ ଏକ୍ସପ୍ରେସ୍‌ ଟ୍ରେନ ୧୮୦୪୭ନଂ ଯାଉଥିବା ବେଳେ ଛତ୍ରପୁର ବଡ଼ ରେଳ ଷ୍ଟେଶନରେ ନିକଟରେ ସେ ଖସିପଡ଼ିଥିଲେ। ତାଙ୍କୁ ଗୁରତର ଅବସ୍ଥାରେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଛତ୍ରପୁର ଡାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ତାଙ୍କର ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri