Posted inଜାତୀୟ

ପାର୍ଟି ବୈଠକରେ ବର୍ଷିଲେ ଅଜିତ ପାଓ୍ବାର, କହିଲେ ବୟସ ୮୦ପାର୍‌ ହେଲାଣି…

ମୁମ୍ବାଇ,୫।୭:ମହାରାଷ୍ଟ୍ରର ଜାତୀୟତାବାଦୀ କଂଗ୍ରେସ ପାଟ(ଏନସିପି) ରାଜନୈତିକ ସଙ୍କଟ ଦେଇ ଗତି କରୁଛି। ଅଜିତ ପାଓ୍ବାର ଏବଂ ଶରଦ ପାଓ୍ବାର ଦଳର ମାଲିକାନା ନେଇ ପରସ୍ବର ମଧ୍ୟରେ ଅର୍ନ୍ତଦ୍ୱନ୍ଦ କରୁଛନ୍ତି। ତେବେ ଏସବୁ ଭିତରେ ଅଜିତ ପାଓ୍ବାରଙ୍କ ପାର୍ଟି ବୈଠକରେ ଅଜିତ ଖୋଲାଖୋଲି ଭାବେ ଶରଦଙ୍କ ଉପରେ ବର୍ଷିଛନ୍ତି।

ମୁମ୍ବାଇରେ ଅନୁଷ୍ଠିତ ତାଙ୍କ ଦଳର ବୈଠକ ପରେ ଅଜିତ ପାୱାର ଶରଦଙ୍କ ଉପରେ ବର୍ଷିଛନ୍ତି। ତାଙ୍କ ସମର୍ଥକଙ୍କୁ ସମ୍ବୋଧିତ କରି ସେ କହଛନ୍ତି, ୨୦୦୪ରେ ଏନସିପିରେ କଂଗ୍ରେସ ଦଳ ଅପେକ୍ଷା ଅଧିକ ବିଧାୟକ ଥିଲେ। ଯଦି ଆମେ ସେତେବେଳେ କଂଗ୍ରେସ ଦଳକୁ ମୁଖ୍ୟମନ୍ତ୍ରୀ ପଦ ଦେଇ ନ ଥାନ୍ତେ, ଆଜି ଏନସିପି ରାଜ୍ୟରେ ମୁଖ୍ୟମନ୍ତ୍ରୀ ହୋଇଥା’ନ୍ତା। ଏନସିପି ମୁଖିଆ ଶରଦ ପାଓ୍ବାର ୮୦ ପାର୍‌ କଲେଣି। ସେ ଅବସର ନେଇ ଯାଆନ୍ତୁ।

୨୦୧୭ରେ ଭର୍ଶା ବଙ୍ଗଳା ଠାରେ ଦଳର ବୈଠକ ଅନୁଷ୍ଠିତ ହୋଇଥିଲା। ବରିଷ୍ଠ ନେତାଙ୍କ ନିର୍ଦ୍ଦେଶ କ୍ରମେ ଭଗନ ଭୁଜବଲ, ଜୟନ୍ତ ପାଟିଲ ଏବଂ ଅନ୍ୟ ନେତାଙ୍କ ସହ ମୁଁ ସେଠାକୁ ଯାଇଥିଲି। ବୈଠକରେ ବହୁ ଭାଜପା ନେତା ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ବୈଠକରେ କ୍ୟାବିନେଟରେ ଥିବା ମନ୍ତ୍ରଣାଳୟ ଏବଂ ବିଭିନ୍ନ ମନ୍ତ୍ରୀ ପଦବୀ ବିଷୟରେ ଆଲୋଚନା ହୋଇଥିଲା। କିନ୍ତୁ ପରେ ଆମ ଦଳ ଏହି ପଦକ୍ଷେପ ନେଇ ପଛକୁ ହଟିଥିଲା।

ଅନ୍ୟପଟେ ଦଳ ବୈଠକରେ ଅଜିତ, ଶରଦ ପାଓ୍ବାରଙ୍କୁ ନିଜ ସଫଳତା ପାଇଁ କୃତଜ୍ଞତା ଜଣାଉଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?