‘ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର’

ନୂଆପଡା,୧୧।୧୨(ମକାରୁ ବେମାଲ): କେନ୍ଦ୍ର ଅର୍ଥ ସେବା ବିଭାଗଙ୍କ ନିର୍ଦ୍ଦେଶକ୍ରମେ ଜିଲା ଲିଡ୍‌ ବ୍ୟାଙ୍କ ପକ୍ଷରୁ ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର ଶୀର୍ଷକ ସଚେତନତା ଶିବିର ଆସନ୍ତା ୧୨ରେ ନୀଳାଦ୍ରିବିହାର ନୂଆପଡା ଠାରେ ଅନୁଷ୍ଠିତ ହେବ । ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲାର ସମସ୍ତ ବ୍ୟାଙ୍କ ଓ ଗ୍ରାହକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ଶିବିରରେ ଦାବିହୀନ ଖାତାର ଅର୍ଥରାଶି ପ୍ରଦାନ ସହିତ ବ୍ୟାଙ୍କ ଗୁଡିକରେ ଦାବିହୀନ ଖାତା ସମ୍ବନ୍ଧୀୟ ସବିଶେଷ ସୂଚନା ଜନସାଧାରଣଙ୍କୁ ପ୍ରଦାନ କରାଯିବ । ଜନସାଧାରଣ ନିଜ ପୁଞ୍ଜି ଉପରେ ପୂର୍ବ ଅଧିକାର ସାବ୍ୟସ୍ତକୁ ସଫଳ କରିବା ଉଦ୍ଧେଶ୍ୟରେ ଏହି ସଚେତନତା ଶିବିର କେନ୍ଦ୍ର ଅର୍ଥ ସେବା ବିଭାଗଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ବୋଲି ଏଲଡିଏମ ହରି ଶଙ୍କର ନିଆଲ ପ୍ରକାଶ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ୪ ଛେଳି ମାରିଖାଇଲା

ନୂଆପଡ଼ା,୨୫।୧ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ଶୁକ୍ରବାର ରାତିରେ ଏକ କଲରାପତରିଆ ବାଘ ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ସେକ୍ସନ ଚୂଳାଭାଟ…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ ଢୋଲକିଆ…

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ ନେଇ…

ପଞ୍ଚାୟତ ଗୃହ ନିର୍ମାଣକୁ ନେଇ ବିବାଦ, ସର୍ବସମ୍ମୁଖରେ ନୂଆପଡ଼ା ବିଡିଓଙ୍କୁ ଚାପୁଡା

ନୂଆପଡା, ୧୯/୧ ( ମକାରୁ ବେମାଲ): ନୂଆପଡ଼ା ଜିଲାରେ ସୋମବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି । ସୋମବାର ସକାଳୁ ନୂଆପଡ଼ା ସଦର ବିଡିଓ ରୋହିତ…

ଜିଲାର ଚାଷୀଙ୍କ ପାଇଁ ଉଦାହରଣ ସାଜିଲେ ମୂକ ବଧିର ୨ ଭଉଣୀ: କୃଷି ବିଭାଗ ପକ୍ଷରୁ…

ନୂଆପଡ଼ା,୧୮ା୧ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ କୃଷି ମହୋତ୍ସବ ଓ କୃଷି ଯନ୍ତ୍ରପାତି ମେଳାର ଦ୍ୱିତୀୟ ଦିବସରେ ଏକ ନିଆରା ଚାଷୀ ପ୍ରତିଭା…

ବର୍ବରକାଣ୍ଡ : ଶ୍ରମିକଙ୍କୁ ତେଲ ଢାଳି ମାରିଦେଇଥିଲେ ଦିଆସିଲି, ତଦନ୍ତ ଆରମ୍ଭ କଲେ ପୋଲିସ, ଜିଲା ଶ୍ରମ ଅଧିକାରୀ

ଖଡ଼ିଆଳ,୧୭।୧(ସୁଜିତ କୁମାର ପ୍ରଧାନ) : ନୂଆପଡ଼ା ଜିଲା ଖଡ଼ିଆଳ ଥାନା ଜୁନାପାଣି ଖଲିଆଭଟା ଗ୍ରାମର ବିଦ୍ୟାଧର ମାଝୀଙ୍କୁ ଟ୍ରେନରୁ ଉଠାଇ ନେଇ କରେଣ୍ଟ ଦେଇ ତେଲଢାଳି ଦିଆସିଲି…

ନୂଆପଡ଼ାରେ ଥମୁନି ଦାଦନ ଦୁଃଖ: ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୧୬ା୧ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନି। ସପ୍ତାହକ ଭିତରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନିର୍ଯାତନାର ଶିକାର ହୋଇ ମରଣ…

ଲୋମ ଟାଙ୍କୁରି ଉଠିବ…ଟ୍ରେନ୍‌ରୁ ଉଠାଇ ନେଇ କରେଣ୍ଟ ଦେଲେ, ତେଲ ଢାଳି ଦିଆସିଲି ମାରିଦେଲେ ଦାଦନ…

ଖଡ଼ିଆଳ,୧୬ା୧: ( ସୁଜିତ କୁମାର ପ୍ରଧାନ) : ନୂଆପଡ଼ା ଜିଲା ଖଡ଼ଆଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।  ଶ୍ରମିକଙ୍କ ପ୍ରତି ଦାଦନ ସର୍ଦ୍ଦାରର ବର୍ବରକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri