ଖାସ୍‌ ଅନ୍ଦାଜରେ ଦିଓ୍ବାଲୀ ଶୁଭେଚ୍ଛା ଜଣାଇଲେ ଋଷି ସୁନକ, କହିଲେ ଆପଣଙ୍କ ପ୍ରଥମ ଧର୍ମପରାୟଣ ହିନ୍ଦୁ ପ୍ରଧାନମନ୍ତ୍ରୀ

ଇଂଲଣ୍ଡ,୧୨।୧୧: କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ଧୁମଧାମରେ ଆଲୋକର ପର୍ବ ଦୀପାବଳି ଉତ୍ସବ ପାଳନ ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ପରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହିକ୍ରମରେ ଭାରତୀୟ ମୂଳ ବ୍ରିଟିଶ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ସ୍ତ୍ରୀ ଅକ୍ଷରା ମୂର୍ତ୍ତୀଙ୍କ ସହ ୧୦ଡାଉନିଙ୍ଗ ଷ୍ଟ୍ରିଟରେ ଦୀପାବଳି ପାଳନ କରିଛନ୍ତି। ବିଶ୍ୱବାସୀଙ୍କ ଉଭୟ ଏ ଅବସରରେ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି।
ଉତ୍ସବ ଅବସରରେ ସୁନକ କହିଛନ୍ତି, ଆପଣଙ୍କ ପ୍ରଥମ ଧର୍ମପରାୟଣ ହିନ୍ଦୁ ପ୍ରଧାନମନ୍ତ୍ରୀ ଆପଣଙ୍କୁ ଶୁଭେଚ୍ଛା ଜଣାଉଛି। ଜାତୀୟ ସାଂସ୍କୃତିକ ବିବିଧତାର ଏହା ଏକ ଆକର୍ଷଣୀୟ ପର୍ବ ଅଟେ। ଦୀପକୁ ଆଲୋକିତ କରିବା ସହ ଏହିପରି ଦୁନିଆ ବି ଆଲୋକିତ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଆମେରିକାକୁ ସମର୍ଥନ କରି ଯୁଦ୍ଧକୁ ଡେଇଁବେ ଏହି ୨ ମୁସଲିମ ଦେଶ, ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ଯୁଦ୍ଧରେ ଏବେ ଦୁଇଟି ପ୍ରମୁଖ ମୁସଲିମ ଦେଶ ଆମେରିକାକୁ ସମର୍ଥନ କରି ଯୁଦ୍ଧରେ ଡେଇଁବାକୁ ପ୍ରସ୍ତୁତ ହେଉଛନ୍ତି। ଏହାର ଅର୍ଥ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri