ଏପରି ସ୍ତ୍ରୀ ଥିଲେ ବ୍ୟକ୍ତି ହୋଇଥାନ୍ତି ଭାଗ୍ୟବାନ

ଗୋରା ରଙ୍ଗ ପାଇଁ ସାରା ଦୁନିଆ ପାଗଳ। ସମସ୍ତେ ଗୋରା ଝିଅକୁ ବିବାହ କରିବାକୁ ଚାହିଁଥାନ୍ତି। କିନ୍ତୁ ଯଦି ଆପଣଙ୍କର ଶ୍ୟାମଳ ରଙ୍ଗର ପ୍ରେମିକା କିମ୍ବା ସ୍ତ୍ରୀ ଅଛନ୍ତି ତେବେ ଆପଣ ହେଉଛନ୍ତି ସବୁଠାରୁ ଭାଗ୍ୟବାନ। ଜାଣିବା ସେ ବିଷୟରେ…
ଶାସ୍ତ୍ର ଅନୁଯାୟୀ, ମନୁଷ୍ୟ ରଙ୍ଗରୁ ତା’ର ଆଚଣ ଓ ସ୍ବଭାବ ପିଷୟରେ ଜଣାପଡ଼ିଥାଏ। ଯଦି ଆପଣଙ୍କ ପ୍ରେମିକା କିମ୍ବା ସ୍ତ୍ରୀଙ୍କ ରଙ୍ଗ ଶ୍ୟାମର ତେବେ ଆପଣ ହେଉଛନ୍ତି ଭାଗ୍ୟବାନ। କାରଣ ଏହିପରି ଝିଅମାନେ ସବୁବେଳେ ନିଜ ଜୀବନସାଥୀଙ୍କୁ ସବୁ କଥାରେ ସମର୍ଥକ କରିଥାନ୍ତି। ଏହି ଝିଅମାନେ କୌଣସି କାମରେ ହାତଦେଲେ ତାହାକୁ ସେମାନେ ବହୁତ ଭଲଭାବେ ତୁଲାଇଥାନ୍ତି। ପରିବାରରେ କୌଣସି ଅସୁବିଧା ହେଲେ ସେମାନେ କେବେହେଲେ ପଛଘୁଞ୍ଚା ଦେଇ ନ ଥାନ୍ତି। ଶ୍ୟାମଳ ରଙ୍ଗର ଝିଅମାନେ ସବୁବେଳେ ଘରକୁ ବାନ୍ଧି ରଖିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri