Posted inଜାତୀୟ

‘ମ୍ୟାଡାମ, ଆପଣଙ୍କ ସ୍ବାମୀଙ୍କୁ ମାରିଦିଆଯିବ’

କୋଲକତା,୨୭।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପାନ ବନ୍ଦୋପାଧ୍ୟାୟଙ୍କ ସ୍ତ୍ରୀ ସୋନାଲି ଚକ୍ରବର୍ତ୍ତୀଙ୍କୁ ଧମକପୂର୍ଣ୍ଣ ଚିଠି ଆସିଛି। ଚିଠିରେ ସୋନାଲିଙ୍କୁ ଧମକ ଦିଆଯାଇ କୁହାଯାଇଛି ମ୍ୟାଡାମ, ତୁମ ସ୍ବାମୀଙ୍କୁ ହତ୍ୟା କରାଯିବ, କେହି ତାଙ୍କ ଜୀବନ ରକ୍ଷା କରିପାରିବ ନାହିଁ। ଏହି ଚିଠି ଆସିବା ପରେ ପଶ୍ଚିମବଙ୍ଗର ପୋଲିସ ବିଭାଗରେ ଆଲୋଡ଼ନ ସୃଷ୍ଟି ହୋଇଛି। ସୋନାଲି ଚକ୍ରବର୍ତ୍ତୀଙ୍କ ପକ୍ଷରୁ ଏହି ମାମଲାରେ କୋଲକାତା ପୋଲିସ ନିକଟରେ ଅଭିଯୋଗ ହୋଇଛି। ଚିଠିର ପ୍ରେରକଙ୍କୁ ଖୋଜୁଥିବା ପୋଲିସ କହିଛି। ବିଶେଷ କଥା ହେଉଛି ଆଲାପାନ ଏବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଖ୍ୟ ପରାମର୍ଶଦାତା। ଏଥି ସହିତ ତାଙ୍କ ସୋନାଲି କୋଲକାତା ବିଶ୍ୱବିଦ୍ୟାଳୟର କୁଳପତି ଅଛନ୍ତି।
ଆଲାପାନ ବନ୍ଦୋପାଧ୍ୟାୟ ଜଣେ ୧୯୮୭ ବ୍ୟାଚ ଆଇଏଏସ୍‌ ଅଧିକାରୀ। ମୁଖ୍ୟ ଶାସନ ସଚିବ ଥିବା ସମୟରେ ରୁଲ୍‌ ବୁକ୍‌ ଯୋଗୁ ଅନେକ ସମୟରେ ଆଲାପନ ଚର୍ଚ୍ଚାକୁ ଆସିଥିଲେ। କରୋନା ମହାମାରୀ ସମୟରେ କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ଆଲାପନଙ୍କୁ ନେଇ ବେଶ୍‌ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଶ୍ଚିମବଙ୍ଗ ଗସ୍ତ ସମୟରେ ବୈଠକରେ ବିଳମ୍ବ ପହଞ୍ଚିଥିବାରୁ ଆଲାପନଙ୍କୁ ନୋଟିସ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri