ସ୍ବଭାବରେ ଏଭଳି ହୋଇଥାନ୍ତି ‘ଏସ୍‌’ ନାମଧାରୀ ବ୍ୟକ୍ତି; ଜାଣିଲେ…

ନାମର ପ୍ରଥମ ଅକ୍ଷର ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। କିଛି ଅକ୍ଷର ଏପରି ଥାଏ, ଆମ ଆଖପାଖରେ ଅନେକ ନାମ ସେଭଳି ଶୁଣାଯାଏ, କିନ୍ତୁ କିଛି ଅକ୍ଷର ଏପରି ଥାଏ ଯାହା ବହୁତ କମ ଶୁଣାଯାଏ। ଯଦି ଆପଣଙ୍କ ଚାରିପାଖରେ ନଚେତ ଜୀବନସାଥୀ ଏସ୍‌(S) ଅକ୍ଷର ଥିବା ଅଧିକ ଲୋକ ଅଛନ୍ତି, ତେବେ ଏହି ଲୋକମାନେ କିପରି ତାହା ଜାଣି ନିଅନ୍ତୁ?

ଏସ୍‌ ଅକ୍ଷର ଥିବା ଲୋକମାନଙ୍କୁ ୧ ଅଙ୍କ ଭାବରେ ଗଣନା କରାଯାଏ। ଯେଉଁମାନଙ୍କର ନାମ ଏସ୍‌ ଅକ୍ଷରରୁ ଆରମ୍ଭ ହୁଏ, ସେମାନେ ଜନ୍ମରୁ ନେତା ହୋଇଥାନ୍ତି। ସେମାନେ ଯାହା ବି କାମ କରନ୍ତି ସେଥିରେ ସଫଳତା ପାଆନ୍ତି।

ଯାହାଙ୍କ ନାମ ଏସ୍‌ ନାମରୁ ଆରମ୍ଭ ହୁଏ, ସେମାନେ ବିଶ୍ୱସ୍ତ ଥାନ୍ତି। ରୋମାଣ୍ଟିକ ହେବା ସହିତ ତାଙ୍କର ଆଚରଣ ଅତ୍ୟନ୍ତ ସ୍ବାଭାବିକ ହୋଇଥାନ୍ତି। ସେ ସର୍ବଦା ନିଜର ହୃଦୟ କଥା ମୁହଁରେ ରଖିଥାନ୍ତି।

ସେମାନେ ଅଧିକ ଦାମୀ ଉପହାର ଦେବାକୁ ପସନ୍ଦ କରନ୍ତି ନାହିଁ। ସେ ନିଜ ପ୍ରେମ ଏବଂ ଆଚରଣ ଦ୍ୱାରା ଲୋକଙ୍କ ହୃଦୟ ଜିତନ୍ତି। ସେମାନେ ନିଜ କାମରେ ଲୋକମାନଙ୍କୁ ଜବାବ ଦେବା ପସନ୍ଦ କରନ୍ତି।

ସେ ନିଜ ସମ୍ପର୍କକୁ ଶେଷ ପର୍ଯ୍ୟନ୍ତ ବାନ୍ଧି ହୋଇ ରହିଥାନ୍ତି। ଉଭୟ ସୁଖ ଏବଂ ଦୁଃଖରେ ସେମାନେ ସାଙ୍ଗରେ ରହିଥାନ୍ତି। ସେମାନେ ଭିତରୁ ଏବଂ ବାହାରୁ ବହୁତ ଆକର୍ଷଣୀୟ ହୋଇଥାନ୍ତି। ନିଜ ଭାବନାକୁ ସେମାନେ ଖୋଲାଖୋଲି ଭାବେ କହିପାରନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri