ବଳାତ୍କାର ଉଦ୍ୟମ କରି ବନ୍ଧା ହେଲେ ଯୁବକ

କୋକସରା,୧୮।୮(ଡି.ଏନ୍‌.ଏ.): ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗରେ କଳାହାଣ୍ଡି ଜିଲା କୋକସରା ପୋଲିସ ଜୟନ୍ତପୁର ପଞ୍ଚାୟତ ଅଞ୍ଚଳର ଜଣେ ଯୁବକଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ନୀଳକଣ୍ଠ ବାରିକ(୨୭)।

ଅଭିଯୋଗ ମୁତାବକ, ଗତ ୧୪ ତାରିଖ ସନ୍ଧ୍ୟାରେ ମହିଳା ଜଣକ ଘରେ ଏକୁଟିଆ ଥିବାର ସୁଯୋଗ ନେଇ ନୀଳକଣ୍ଠ ଘରେ ପଶି ବଳାତ୍କାର ଉଦ୍ୟମ କରିଥିଲେ। ହେଲେ ମହିଳା ଜଣକ କୌଶଲ କ୍ରମେ ଘରୁ ବାହାରକୁ ଚାଲି ଆସିଥିଲେ। ପରେ ସେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏନେଇ ମହିଳା ଜଣକ ୧୭ ତାରିଖରେ କୋକସରା ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା(ନଂ. ୧୯୧/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ନୀଳକଣ୍ଠଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ମାମଲାର ତଦନ୍ତ ଅଧିକାରୀ ହେମନ୍ତ କୁମାର ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଣ୍ଟରରେ ମାଓବାଦୀ କମାଣ୍ଡର ନିହତ

ମାଲକାନଗିରି,୧୯ା୨(ଡି.ଏନ.ଏ.): ଛତିଶଗଡ଼ର ସୁକୁମା ପୋଲିସକୁ ବଡ଼ ସଫଳତା ମିଳିଛି। ବୁଧବାର ଛତିଶଗଡର ସୁକୁମା ଜିଲା ନିକଟସ୍ଥ ତାଣ୍ଡାମାର୍କା ଜଙ୍ଗଲରେ ବୁଧବାର ପୋଲିସ କୋମ୍ବିଂ ଅପରେଶନ ବେଳେ...

ଦୀପାବଳିରେ ଦୁର୍ଘଟଣା: ବାଣ ଫୁଟା ନେଲା ୨ ଜଣଙ୍କ ଜୀବନ

ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଶ୍ୟାମସୁନ୍ଦରପୁର ଗଁା ଦଳିତ ସାହିରେ ଦୀପାବଳି ରାତିରେ ଏକ ଦୁର୍ଘଟଣା ଘଟିଛି। ବାଣ ଫୁଟାଉଥିବା ବେଳେ ୨ ଜଣଙ୍କ ମୃତ୍ୟୁ...

ଗଞ୍ଜାମର ୬.୪୩ ଲକ୍ଷ ନେଲେଣି ପ୍ରଥମ ଡୋଜ୍‌ ଟିକା

ଛତ୍ରପୁର,୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକାକରଣ ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ଜିଲାରେ...

ସମୁଦ୍ରକୁ ଗଲେ ୨ କୋଟି କଇଁଛ ଶାବକ

ରାଜନଗର, ୧୫ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥାରେ ୫ ଦିନ ହେଲା ବିରଳ ଦୃଶ୍ୟ ଦେଖିବାକୁ ମିଳୁଛି। ଗାତରୁ ବାହାରି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ଶାବକ...

ଅଜାତିରେ ଖାଇ ଅଜେତ୍‌ ହେଇଥିଲେ: ଖଁଦ୍‌ ଦେବାକେ ମନାକଲେ ଜାତିଭାଇ

  ଚିପିଲିମା, ୧୧।୨ (ଡି.ଏନ୍‌.ଏ.)- ବିଗିଅଁାନ ଯୁଗ୍‌ରେ ବି ଅନେକ ଜାତି, ଧରମ୍‌, ସମାଜର ଲୋକ୍‌ ଅଁଧ୍‌ ବିଶୁଆସରେ ବଁାଧି ହେଇ ରହିଛନ୍‌। ଆଏଜ୍‌ ବି...

ନିଲାମ ଘାଟରୁ ବେଆଇନ ବାଲି ଚାଲାଣ

ରସୁଲପୁର,୧୧।୧୦(ଡି.ଏନ୍‌.ଏ.): ରସୁଲପୁର ତହସିଲ ଅଧିନରେ ଥିବା ବ୍ରାହ୍ମଣୀ ନଦୀର ଅଧିକାଂଶ ନିଲାମ ବାଲି ଘାଟରେ ପାଣି ପଶିି ଯାଇଛି। ତେଣୁ ବାଲି ଉତ୍ତୋଳନ ଓ ପରିବହନ...

କୋଇଡ଼ା ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ: ରକ୍ତ ନମୁନା ସଂଗ୍ରହ

ବଣାଇଁ,୧୦।୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର କୋଇଡ଼ା ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି l ଗତ ୨୪ ଘଣ୍ଟା ମଧ୍ୟରେ କୋଇଡ଼ାର ଧୋବଲାବେଡା ଓ...

୬ ପ୍ରକଳ୍ପ ଲାଗି ୨୬ ଲକ୍ଷ ଟଙ୍କା ପ୍ରସ୍ତାବ

ଖୋର୍ଦ୍ଧା ଅଫିସ,୧୮।୧୨: ମୁଖ୍ୟମନ୍ତ୍ରୀ କର୍ମତପତ୍ର ଅଭିଯାନ ଯୋଜନା(ମୁକ୍ତା)ରେ ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦରେ ୬ଟି ପ୍ରକଳ୍ପ ନିର୍ମାଣ ପାଇଁ ୨୬ଲକ୍ଷ ଟଙ୍କା ପ୍ରସ୍ତାବ ଦିଆଯାଇଛି। ଏଥିରେ...

Advertisement
Archives

Model This Week