ପୋଲିସ କର୍ମଚାରୀଙ୍କୁ କାମୁଡ଼ି ଯୁବକ ଗିରଫ

ଭୁବନେଶ୍ୱର, ୧୧।୧୨ (ବ୍ୟୁରୋ): ବିବାହ ଶୋଭାଯାତ୍ରା ଅନୁମତି ପତ୍ରର ନକଲ ମାଗିବାରୁ ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା ସହ କାମୁଡ଼ି ଦେବା ଅଭିଯୋଗରେ ଖାରବେଳ ନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବଡ଼ଗଡ଼ ଥାନା ଅଞ୍ଚଳର ସଚିନ ସୌରଭ ମହାନ୍ତି। ଶୁକ୍ରବାର ଖାରବେଳନଗର ଥାନା ପୋଲିସ ପାଟ୍ରୋଲିଂ ଡ୍ୟୁଟି ଶେଷ କରି ଥାନାକୁ ଫେରୁଥିବାବେଳେ ଇପାରି ପ୍ଲାଜା ନିକଟସ୍ଥ ଜନପଥରେ ଏକ ବିବାହ ଶୋଭାଯାତ୍ରା ରାସ୍ତାକୁ ସଙ୍କୁଚିତ କରି ଅତିକ୍ରମ କରୁଥିଲା। ଏହି ସମୟରେ ପୋଲିସ ଟିମ ଶୋଭାଯାତ୍ରା ନିକଟକୁ ଯାଇ ଅନୁମତି ପତ୍ରର ନକଲ ମାଗିଥିଲେ। ହେଲେ କେତେଜଣ ବ୍ୟକ୍ତି ପୋଲିସକୁ ବିରୋଧ କରିଥିଲେ। ଏପରିକି ଏଏସ୍‌ଆଇ ଜଗନ୍ନାଥ ମାଝିଙ୍କୁ ଆକ୍ରମଣ କରି କାମୁଡି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?