ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୦ା୩-ଜନୈକା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ବ୍ରହ୍ମପୁର ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ପୀତବାସ ବେହେରା(୩୨)। ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ପୃଥକ ପୃଥକ ଭାବେ ଏମ୍‌କେସିଜିରେ ଡାକ୍ତରୀ ମଇନା କରାଯାଇଛି। ମାମଲା ନମ୍ବର ୧୩୩/୨୩ରେ ସୋମବାର ପୋଲିସ ପୀତବାସଙ୍କୁ କୋର୍ଟ ଚାଲାଣ କରିଛି। ସେହିପରି କୋର୍ଟରେ ଧାରା ୧୬୪ ଅନୁସାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି।
ପ୍ରକାଶ ଯେ, ଗତ କିଛି ମାସ ପୂର୍ବେ ପୀତବାସ ତାଙ୍କ ଗ୍ରାମର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶୃତି ଦେଇ ହାଇଦ୍ରାବାଦ ନେଇ ପଳାଇଥିଲେ। ସେଠାରେ ସେ ଯୁବତୀଙ୍କୁ ଭଡା ଘରେ ରଖି ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। କିଛିଦିନ ତଳେ ପୀତବାସ ସମ୍ପୃକ୍ତ ଯୁବତୀଙ୍କୁ ବିବାହ କରିବାକୁ ମନା କରିଦେଇ ନିଜ ଗଁାକୁ ଆଣି ଛାଡି ଦେଇଥିଲେ। ପରେ ଯୁବତୀ ଜଣଙ୍କ ପୀତାବସଙ୍କୁ ବିବାହ କରିବାକୁ ଜିଦ କରିବାରୁ ସେ ତାଙ୍କୁ ଜୀବନରେ ମାରିଦେବାକୁ ଧମକଚମକ ଦେଇଥିଲେ। ପରେ ପୀଡ଼ିତା ଜଣଙ୍କ ଏନେଇ ସଦର ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri