ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ପତ୍ନୀ, ଦୁଇ ଝିଅ ଏବଂ ବାପାଙ୍କୁ ବେଆଇନ ଭାବେ ଅଟକ ରଖିବା ସହ ଅଶ୍ଲିଳ ଭାଷାରେ ଗାଳଗୁଲଜ କରିବା ସହ କୋଦାଳରେ ଆକ୍ରମଣ କରିବାରୁ ନିରଞ୍ଜନ ଦାସଙ୍କ ମୁଣ୍ଡରେ ଆଘାତ ହେବାରୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଏନେଇ ନିରଞ୍ଜନ ଦାସଙ୍କ ପୁଅ ଧୀରେନ୍ଦ୍ର ଦାସ ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଆନନ୍ଦପୁର ପୋଲିସ କେଶ୍ ନମ୍ବର ୧୪୬/୨୬ ରେ ଅଭିଯୁକ୍ତ କଳିଆକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଏସଡିିପିଓ କମଲ କୁମାର ପଣ୍ଡା ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri